Upma Recipes: ୧୦ମିନିଟରେ ପ୍ରସ୍ତୁତ ହେଉଥିବା ୧୦ ପ୍ରକାର ଉପମା

Advertisment

କମ୍ ତେଲ, ମସଲାରେ କ’ଣ ଖାଦ୍ୟ ପ୍ରସ୍ତୁତ ହେବେ ସେନେଇ ସର୍ବଦା ଗୃହିଣୀମାନେ ଚିନ୍ତାରେ ପଡ଼ିଯାଇଥାଆନ୍ତି। କମ୍ ତେଲ ଓ ମସଲାରେ ୧୦ମିନିଟରେ ପ୍ରସ୍ତୁତ ହେଉଥିବା ୧୦ ପ୍ରକାର ଉପମାର ପ୍ରସ୍ତୁତି ପ୍ରଣାଳୀ ବିଷୟରେ ଆସନ୍ତୁ ଜାଣିବା।

କମ୍ ତେଲ, ମସଲାରେ କ’ଣ ଖାଦ୍ୟ ପ୍ରସ୍ତୁତ ହେବେ ସେନେଇ ସର୍ବଦା ଗୃହିଣୀମାନେ ଚିନ୍ତାରେ ପଡ଼ିଯାଇଥାଆନ୍ତି। କମ୍ ତେଲ ଓ ମସଲାରେ ୧୦ମିନିଟରେ ପ୍ରସ୍ତୁତ ହେଉଥିବା ୧୦ ପ୍ରକାର ଉପମାର ପ୍ରସ୍ତୁତି ପ୍ରଣାଳୀ ବିଷୟରେ ଆସନ୍ତୁ ଜାଣିବା।

Untitled-23

upama recipe Photograph: (@sambad.in)

ମସଲାଯୁକ୍ତ ଖାଦ୍ୟ ଆମ ସ୍ୱାସ୍ଥ୍ୟ ପାଇଁ ହିତକର ନୁହେଁ। କମ୍ ତେଲ, ମସଲାରେ କ’ଣ ଖାଦ୍ୟ ପ୍ରସ୍ତୁତ ହେବେ ସେନେଇ ସର୍ବଦା ଗୃହିଣୀମାନେ ଚିନ୍ତାରେ ପଡ଼ିଯାଇଥାଆନ୍ତି। କମ୍ ତେଲ ଓ ମସଲାରେ ୧୦ମିନିଟରେ ପ୍ରସ୍ତୁତ ହେଉଥିବା ୧୦ ପ୍ରକାର ଉପମାର ପ୍ରସ୍ତୁତି ପ୍ରଣାଳୀ ବିଷୟରେ ଆସନ୍ତୁ ଜାଣିବା।

ଅଧିକପଢ଼ନ୍ତୁଯାହାର ହିଜାବ ପିନ୍ଧିବାକୁ ମନ ସେ ପାକିସ୍ତାନ ଚାଲିଯାଉ; ନୀତୀଶଙ୍କୁ ସମର୍ଥନ କରି କହିଲେ ବରିଷ୍ଠ ବିଜେପି ନେତା

ସୁଜି ଉପମା

ପ୍ରଥମେ ସୁଜି, ପିଆଜ ଓ ଆପଣଙ୍କ ପସନ୍ଦ ମୁତାବକ ପନିପରିବାକୁ ଭାଜିକି ରଖନ୍ତୁ। ନିଜର ଆବଶ୍ୟକତା ଅନୁଯାୟୀ ପାଣିକୁ ଫୁଟାନ୍ତୁ। ପାଣି ଫୁଟି ଗଲା ପରେ ସେଥିରେ ଭଜା ଯାଇଥିବା ସୁଜି, ପିଆଜ ଓ ପନିପରିବାକୁ ପକାଇ ଗୋଳାଇ ଦିଅନ୍ତୁ। ୫ ମିନିଟ ପର୍ଯ୍ୟନ୍ତ ଘାଣ୍ଟନ୍ତୁ। ଏହାପରେ ପରସି ଦିଅନ୍ତୁ ଗରମାଗରମ ଉପମା। 

ବ୍ରେଡ ଉପମା

ସମାନଶୈଳୀରେ ଡାଲିଆ, ଚୁଡ଼ା, ସିମେଇ, ଶାଗୁ, ଓଟସ, ପାଳଙ୍ଗ, ସୋୟାବିନ୍ ଉପାମ ପ୍ରସ୍ତୁତ କରି ପାରିବେ। ସେହିପରି ପ୍ରଥମେ ତେଲରେ ପିଆଜ ସହିତ ବିଭିନ୍ନ ପ୍ରକାର ପନିପରିବାକୁ ଭାଜି ସେଥିରେ  ଶୁଖିଲା ରୁଟିକୁ ଖଣ୍ଡଖଣ୍ଡ କରି ଚଟାପଟ ଉପାମା ପ୍ରସ୍ତୁତ କରିପାରିବେ। ଏହି ଉପାୟରେ ବ୍ରେଡ ଉପମା ବି ପ୍ରସ୍ତୁତ ହୋଇପାରିବ।

ଅଧିକପଢ଼ନ୍ତୁ:ମହାକାଶରେ ମହାବିସ୍ଫୋରଣ, ପ୍ରତ୍ୟକ୍ଷ ପ୍ରମାଣ ପାଇଲେ ବୈଜ୍ଞାନିକ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe