ଜାଣନ୍ତୁ ଏ ସପ୍ତାହର ରାଶିଫଳ

ରବି, ସୋମ ଓ ମଙ୍ଗଳବାର: ରାଜନୀତିରେ ସଫଳତା ପାଇବେ। ବୁଧ ଓ ଗୁରୁବାର: ଚାକିରି ବୃତ୍ତିରେ ଆଶାଜନକ ଫଳ ପାଇବେ। ଶୁକ୍ର ଓ ଶନିବାର: ବନ୍ଧୁଙ୍କୁ ମନର କଥା କହିବେ।

ରବି, ସୋମ ଓ ମଙ୍ଗଳବାର: ମନର ଆଶା ପୂରଣ ହେବ। ବୁଧ ଓ ଗୁରୁବାର: ବିବାଦଠୁ ଦୂରରେ ରୁହନ୍ତୁ। ଶୁକ୍ର ଓ ଶନିବାର: କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ମିଳିପାରେ।

ରବି, ସୋମ ଓ ମଙ୍ଗଳବାର: ଅଧୁରା କାମ ପୂରା ହେବ। ବୁଧ ଓ ଗୁରୁବାର: ବ୍ୟବସାୟରେ ନୂଆ ଦିଗ ପାଇବେ। ଶୁକ୍ର ଓ ଶନିବାର: ସମାଜରେ ମାନସମ୍ମାନ ପାଇବେ।

ରବି, ସୋମ ଓ ମଙ୍ଗଳବାର: ପ୍ରୟାସରେ ସଫଳତା ପାଇବେ। ବୁଧ ଓ ଗୁରୁବାର: ଅହଙ୍କାର ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁକ୍ର ଓ ଶନିବାର: ରାଜନୈତିକ ପରିସର ବଢ଼ିବ।

ରବି, ସୋମ ଓ ମଙ୍ଗଳବାର: ପ୍ରେମ ସମ୍ବନ୍ଧରେ ମଧୁରତା ବଢ଼ିବ। ବୁଧ ଓ ଗୁରୁବାର: ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଶୁକ୍ର ଓ ଶନିବାର: ବଡ଼ ଭାଇଙ୍କ ସହିତ ମତଭେଦ ହୋଇପାରେ।

ରବି, ସୋମ ଓ ମଙ୍ଗଳବାର: ସାମାଜିକ ପଦ ପ୍ରତିଷ୍ଠା ବୃଦ୍ଧି ହେବ। ବୁଧ ଓ ଗୁରୁବାର: ସାଥୀଙ୍କ ପ୍ରତି ସ୍ନେହ ଓ ପ୍ରେମଭାବ ରହିବ। ଶୁକ୍ର ଓ ଶନିବାର: ରାଜନୀତିରେ ଲାଭ ପାଇବେ।

ରବି, ସୋମ ଓ ମଙ୍ଗଳବାର: ଆୟର ନୂଆ ଉତ୍ସ ମିଳିପାରେ। ବୁଧ ଓ ଗୁରୁବାର: ବନ୍ଧୁ ଆପଣଙ୍କୁ ଉପହାର ଦେବେ। ଶୁକ୍ର ଓ ଶନିବାର: ଅାୟ ଅପେକ୍ଷା ଖର୍ଚ୍ଚ ଅଧିକ ହେବ।

ରବି, ସୋମ ଓ ମଙ୍ଗଳବାର: ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ। ବୁଧ ଓ ଗୁରୁବାର: ଘରର ପରିବେଶ ଭଲ ରହିବ। ଶୁକ୍ର ଓ ଶନିବାର: ବ୍ୟବସାୟ କାମରେ ଯାତ୍ରା ଫଳପ୍ରଦ ହେବ।

ରବି, ସୋମ ଓ ମଙ୍ଗଳବାର: ଦ୍ରବ୍ୟ ନଷ୍ଟ ବା ଚୋରି ଯାଇପାରେ। ବୁଧ ଓ ଗୁରୁବାର: ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଶୁକ୍ର ଓ ଶନିବାର: ସନ୍ତାନ ସୁଖ ପାଇବେ।

ରବି, ସୋମ ଓ ମଙ୍ଗଳବାର: ଆର୍ଥିକ ସ୍ଥିତିରେ ସୁଧାର ହେବ। ବୁଧ ଓ ଗୁରୁବାର: କାର୍ଯ୍ୟ କ୍ଷେତ୍ରରେ ବାଧା ଆସିପାରେ। ଶୁକ୍ର ଓ ଶନିବାର: ଧାର୍ମିକ ଭାବନା ଉଜ୍ଜୀବିତ ହେବ।

ରବି, ସୋମ ଓ ମଙ୍ଗଳବାର: ଆୟର ନୂଆ ଉତ୍ସ ଆସିପାରେ। ବୁଧ ଓ ଗୁରୁବାର: ଚାକିରି ମିଳିବା ଯୋଗ ରହିଛି। ଶୁକ୍ର ଓ ଶନିବାର: ନକାରାତ୍ମକ ଚିନ୍ତା ମନରୁ ବାହାର କରିଦିଅନ୍ତୁ।

ରବି, ସୋମ ଓ ମଙ୍ଗଳବାର: ସାମାଜିକ କ୍ଷେତ୍ରରେ ଯଶ ମିଳିବ। ବୁଧ ଓ ଗୁରୁବାର: ସବୁ ସମସ୍ୟାର ସମାଧାନ ହୋଇଯିବ। ଶୁକ୍ର ଓ ଶନିବାର: ଦାମ୍ପତ୍ୟ ଜୀବନ ସୁଖଦ ରହିବ।

ସମ୍ବନ୍ଧିତ ଖବର