ଜାଣନ୍ତୁ ଏ ସପ୍ତାହର ରାଶିଫଳ

ରବି ଓ ସୋମବାର: ଜୀବନସାଥୀଙ୍କର ପ୍ରେମ ଓ ସୁଖ ପାଇବେ। ମଙ୍ଗଳ, ବୁଧ ଓ ଗୁରୁବାର: ବ୍ୟବସାୟୀଙ୍କ ଲାଗି ସମୟ ଉତ୍ତମ। ଶୁକ୍ର ଓ ଶନିବାର: ଶିକ୍ଷକଙ୍କର ସହଯୋଗ ପାଇବେ।

ରବି ଓ ସୋମବାର: ପୂର୍ବରୁ କରି ଆସୁଥିବା କାମରେ ଲାଭ ପାଇବେ। ମଙ୍ଗଳ, ବୁଧ ଓ ଗୁରୁବାର: ବ୍ୟବସାୟ ଉପରେ ବିରୋଧୀଙ୍କର ନଜର ରହିବ। ଶୁକ୍ର ଓ ଶନିବାର: ଘରର ପରିବେଶ ଭଲ ରହିବ।

ରବି ଓ ସେମାବାର: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସାକ୍ଷାତ ହେବ। ମଙ୍ଗଳ, ବୁଧ ଓ ଗୁରୁବାର: କିଛି ନୂଆ କରି ଦେଖାଇବାର ଇଚ୍ଛା ଜାଗିବ। ଶୁକ୍ର ଓ ଶନିବାର: ଆର୍ଥିକ ମାମଲାରେ ହଇରାଣ ହୋଇପାରନ୍ତି।

ରବି ଓ ସୋମବାର: ଜୀବନସାଥୀଙ୍କୁ ମନ ଓ ହୃଦୟର କଥା କହିବେ। ମଙ୍ଗଳ, ବୁଧ ଓ ଗୁରୁବାର: ଅଧୁରା ଥିବା କାମ ସଂପୂର୍ଣ୍ଣ ହେବ। ଶୁକ୍ର ଓ ଶନିବାର: ବ୍ୟବସାୟରେ ବିକ୍ରୀ ବଢ଼ିବ।

ରବି ଓ ସୋମବାର: ନୂଆ କାମର ସୁଯୋଗ ଲାଗି ପ୍ରସ୍ତୁତ ରହିବେ। ମଙ୍ଗଳ, ବୁଧ ଓ ଗୁରୁବାର: ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ଶୁକ୍ର ଓ ଶନିବାର: କିଛିନା କିଛି ଇଚ୍ଛା ପୂରା ହେବ।

ରବି ଓ ସୋମବାର: କାର୍ଯ୍ୟକ୍ଷେତ୍ର ବୃଦ୍ଧି ଲାଗି ନୂଆ ଅବସର ପାଇବେ। ମଙ୍ଗଳ, ବୁଧ ଓ ଗୁରୁବାର: ପୂର୍ବ କଥାକୁ ନେଇ ଚିନ୍ତିତ ରହିବେ। ଶୁକ୍ର ଓ ଶନିବାର: ପ୍ରେମ ପ୍ରସଙ୍ଗରେ ସବୁ କିଛି ଭଲ ହେବ।

ରବି ଓ ସୋମବାର: ସ୍ବାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ। ମଙ୍ଗଳ, ବୁଧ ଓ ଗୁରୁବାର: ବେକାରଙ୍କୁ ରୋଜଗାର ମିଳିବ। ଶୁକ୍ର ଓ ଶନିବାର: ବିଶେଷ କାମରେ ବାଧା ଉପୁଜିପାରେ।

ରବି ଓ ସୋମବାର: ବ୍ୟବସାୟରେ ସବୁ ଭଲ ହେବ। ମଙ୍ଗଳ, ବୁଧ ଓ ଗୁରୁବାର: ଅଫିସ୍‌ରେ ଆପଣଙ୍କ କାମର ପ୍ରଶଂସା ହେବ। ଶୁକ୍ର ଓ ଶନିବାର: ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ।

ରବି ଓ ସୋମବାର: କୌଣସି କାମରେ ଅଧିକ ସମୟ ବ୍ୟୟ ହେବ। ମଙ୍ଗଳ, ବୁଧ ଓ ଗୁରୁବାର: ନୂଆ ଲୋକଙ୍କ ସହିତ ସଂପର୍କ ହେବ। ଶୁକ୍ର ଓ ଶନିବାର: କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ।

ରବି ଓ ସୋମବାର: ବନ୍ଧୁ ତାଲିକାରେ ଭଲ ଲୋକ ଯୋଡ଼ିବେ। ମଙ୍ଗଳ, ବୁଧ ଓ ଗୁରୁବାର: ଉପାର୍ଜନ ଲାଗି ସୁଯୋଗ ପାଇବେ। ଶୁକ୍ର ଓ ଶନିବାର: କାରବାରରେ ସଫଳତା ପାଇବେ।

ରବି ଓ ସୋମବାର: ସାମାଜିକ କାର୍ଯ୍ୟରେ ସମୟ ଦେବେ। ମଙ୍ଗଳ, ବୁଧ ଓ ଗୁରୁବାର: ଜୀବନକୁ ଉତ୍କୃଷ୍ଟ କରିବା ଲାଗି ସୁଯୋଗ ପାଇବେ। ଶୁକ୍ର ଓ ଶନିବାର: ନୂଆ କାର୍ଯ୍ୟରେ ରୁଚି ବଢ଼ିବ।

ରବି ଓ ସୋମବାର: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ମଙ୍ଗଳ, ବୁଧ ଓ ଗୁରୁବାର: ଅଫିସ୍‌ରେ ଅଧିକ ପରିଶ୍ରମ କରି ଅବଶିଷ୍ଟ କାମ ପୂରା କରିବେ। ଶୁକ୍ର ଓ ଶନିବାର: ଆୟ ବୃଦ୍ଧି ହେବ।

ସମ୍ବନ୍ଧିତ ଖବର