ଜାଣନ୍ତୁ ଏ ସପ୍ତାହର ରାଶିଫଳ

ରବି ଓ ସୋମବାର: ଜ୍ଞାନ ଓ ଭଲ ବିଚାର ବୃଦ୍ଧି ହେବ। ମଙ୍ଗଳ, ବୁଧ ଓ ଗୁରୁବାର: ବିବାଦର ସମାଧାନ ହେବ। ଶୁକ୍ର ଓ ଶନିବାର: ବ୍ୟବସାୟରେ ପୁଞ୍ଜି ଲଗାଇପାରନ୍ତି।

ରବି ଓ ସୋମବାର: ଲୋକେ ଆପଣଙ୍କୁ ସାହାଯ୍ୟ ସହଯୋଗ କରିବେ। ମଙ୍ଗଳ, ବୁଧ ଓ ଗୁରୁବାର: କାମରେ ପୂର୍ଣ୍ଣ ରୂପେ ସଫଳତା ପାଇବେ। ଶୁକ୍ର ଓ ଶନିବାର: ସବୁ ଇଚ୍ଛା ପୂରଣ ହେବ।

ରବି ଓ ସୋମବାର: ଯୋଜନାକୁ ଗୋପନୀୟତା କରି ରଖନ୍ତୁ। ମଙ୍ଗଳ, ବୁଧ ଓ ଗୁରୁବାର: କିଛି ନୂଆ ଶିକ୍ଷା ଲାଭ କରିବେ। ଶୁକ୍ର ଓ ଶନିବାର: ସାମାଜିକ ପରିସର ବୃଦ୍ଧି ହେବ।

ରବି ଓ ସୋମବାର: ବ୍ୟବହାରରେ କିଛି ଲୋକ ପ୍ରଭାବିତ ହେବେ। ମଙ୍ଗଳ, ବୁଧ ଓ ଗୁରୁବାର: ନୂଆ କାମ ଆରମ୍ଭ କରିପାରନ୍ତି। ଶୁକ୍ର ଓ ଶନିବାର: ପାରିବାରିକ ସମ୍ବନ୍ଧ ମଜଭୁତ ହେବ।

ରବି ଓ ସୋମବାର: ଜୀବନରେ ସ୍ଥିରତା ବଜାୟ ରହିବ। ମଙ୍ଗଳ, ବୁଧ ଓ ଗୁରୁବାର: କାମ ପାଇଁ ଚେଷ୍ଟାରେ ସଫଳ ହେବେ। ଶୁକ୍ର ଓ ଶନିବାର: ଆପଣଙ୍କୁ ସମ୍ମାନିତ କରାଯାଇପାରେ।

ରବି ଓ ସୋମବାର: କାହାରି ଉପରେ ଭରସା କରନ୍ତୁ ନାହିଁ। ମଙ୍ଗଳ, ବୁଧ ଓ ଗୁରୁବାର: ଜୀବନସାଥୀଙ୍କ ଠାରୁ ଉପହାର ପାଇବେ। ଶୁକ୍ର ଓ ଶନିବାର: କାର୍ଯ୍ୟ କ୍ଷେତ୍ରରେ ଉନ୍ନତି ହେବ।

ରବି ଓ ସୋମବାର: ଆୟ ଉତ୍ସରେ ସ୍ଥିରତା ରହିବ। ମଙ୍ଗଳ, ବୁଧ ଓ ଗୁରୁବାର: ରାଜନୀତିରେ ମାନସମ୍ମାନ ବଢ଼ିବ। ଶୁକ୍ର ଓ ଶନିବାର: ପାରିବାରିକ ଜୀବନରେ ସୁଖୀ ରହିବେ।

ରବି ଓ ସୋମବାର: ଯୋଗଯୋଗ ଲିଷ୍ଟ୍‌ରେ ନୂଆ ଲୋକ ଯୋଡ଼ିବେ। ମଙ୍ଗଳ, ବୁଧ ଓ ଗୁରୁବାର: ମାନପ୍ରତିଷ୍ଠା ବଢ଼ିବ। ଶୁକ୍ର ଓ ଶନିବାର: ସମସ୍ୟାର ସମାଧାନ ବାହାରିବ।

ରବି ଓ ସୋମବାର: ଧାର୍ମିକ କାର୍ଯ୍ୟରେ ମନ ଲାଗିବ। ମଙ୍ଗଳ, ବୁଧ ଓ ଗୁରୁବାର: ଛାତ୍ରଛାତ୍ରୀଙ୍କ ଲାଗି ସମୟ ଭଲ। ଶୁକ୍ର ଓ ଶନିବାର: କାରବାର ଦ୍ରୁତଗତିରେ ବୃଦ୍ଧି ହେବ।

ରବି ଓ ସୋମବାର: କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। ମଙ୍ଗଳ, ବୁଧ ଓ ଗୁରୁବାର: ଭଲ କମ୍ପାନିରେ ଚାକିରିର ସୁଯୋଗ ଆସିବ। ଶୁକ୍ର ଓ ଶନିବାର: ସୁଖ ସମୃଦ୍ଧି ବୃଦ୍ଧି ହେବ।

ରବି ଓ ସୋମବାର: ଅତୀତ ସ୍ମୃତି ତାଜା ହେବ। ମଙ୍ଗଳ, ବୁଧ ଓ ଗୁରୁବାର: ବ୍ୟବସାୟରେ ସଫଳତା ଓ ଲାଭ ପାଇବେ। ଶୁକ୍ର ଓ ଶନିବାର: ଅଫିସ୍‌ରେ କାମ କରିବା ଶୈଳୀ ବଦଳାଇବେ।

ରବି ଓ ସୋମବାର: ଆର୍ଥିକ ଲାଭ ପାଇଁ ଅଧିକ ପରିଶ୍ରମ କରିବେ। ମଙ୍ଗଳ, ବୁଧ ଓ ଗୁରୁବାର: ସବୁ ଦିଗରୁ ସଫଳତା ପାଇବେ। ଶୁକ୍ର ଓ ଶନିବାର: ଜୀବନସାଥୀଙ୍କୁ ଉପହାର ଦେବେ।

ସମ୍ବନ୍ଧିତ ଖବର