କଟକରେ ବନ୍ଦ ହେବ ୨ ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍: ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକରେ ୨ ଟି ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍ ବନ୍ଦ ହେବ। ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେଲେଙ୍ଗା ବଜାର ଓ ସତୀଚୌରା ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ ଜାରି ହୋଇଛି...

2 micro compost plants to be closed in Cuttack

2 micro compost plants to be closed in Cuttack

କଟକ: କଟକରେ  ୨ ଟି ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍ ବନ୍ଦ ହେବ। ଏନେଇ  ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  ତେଲେଙ୍ଗା ବଜାର ଓ ସତୀଚୌରା ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। 

ଆସନ୍ତା କାଲିଠାରୁ ଏହି ଦୁଇ ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍‌ରେ  ଆଉ ଅଳିଆ ଆବର୍ଜନା ପଡିବ ନାହିଁ।

ଅଧିକ ପଢ଼ନ୍ତୁ: ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର

କଟକ ସହର ସମସ୍ୟା ସମ୍ପର୍କିତ ମାମଲାର ଶୁଣାଣି କରି  ହାଇକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି।ସୂଚନାଯୋଗ୍ୟ, ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍ ଦ୍ବାରା ପରିବେଶ ପ୍ରଦୂଷଣ ହେଉଥିବା ଅଭିଯୋଗ ହୋଇଥିଲା।

ଅଧିକ ପଢ଼ନ୍ତୁ: କାଇପଦର ଅଞ୍ଚଳରୁ ଏଚ୍‌ଏମପିଭି ଆକ୍ରାନ୍ତ ଚିହ୍ନଟ ଗୁଜବ ନେଇ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe