ନନ୍ଦନକାନନରେ ନୂଆ ଅତିଥି

ସିଂହୀ ବିଜିଲି ଏବଂ ସିଂହ ରାଜେଶର ମିଳନରୁ ବିଜିଲି ୫ ଶାବକ ଜନ୍ମ ଦେବା ଫଳରେ ଏସୀୟ ସିଂହଙ୍କ ସଂଖ୍ୟା ମଧ୍ୟ ୧୮କୁ ବୃଦ୍ଧି ପାଇଛି। ଏହା ସହିତ ନନ୍ଦନକାନନର ମୋଟ ସିଂହ ସଂଖ୍ୟ ୨୫କୁ ବୃଦ୍ଧି ହୋଇଛି।

ଅଦ୍ୟତନ ହୋଇଛି
4 lion cubs born in Nandankanan

ଭୁବନେଶ୍ବର: ନନ୍ଦନକାନନରେ ମୋଟ ୧୪ଟି ଏସିୟ ସିଂହଙ୍କ ମଧ୍ୟରେ ୯ ଟି ଅଣ୍ତିରା , ୫ଟି ମାଈ  ଓ ହାଇବ୍ରିଡ ୭ଟି ସିଂହ ମଧ୍ୟରେ ୪ ଅଣ୍ଡିରା ୩ ମାଈଙ୍କୁ ମିଶାଇ  ସର୍ବମୋଟ ୨୧ଟି ସିଂହ ଥିଲେ।  

ଏଥିସହିତ ସିଂହୀ ବିଜିଲି ଏବଂ ସିଂହ ରାଜେଶର ମିଳନରୁ  ବିଜିଲି ୫ ଶାବକ ଜନ୍ମ ଦେବା ଫଳରେ ଏସୀୟ ସିଂହଙ୍କ ସଂଖ୍ୟା ମଧ୍ୟ ୧୮କୁ ବୃଦ୍ଧି ପାଇଛି। 

ଅଧିକ ପଢ଼ନ୍ତୁ: ଜଗତସିଂହପୁରରେ କାଉ ମଡ଼କ: ପ୍ରଶାସନର ଚିନ୍ତା ବଢ଼ିଲା

ଏହା ସହିତ ନନ୍ଦନକାନନର ମୋଟ ସିଂହ ସଂଖ୍ୟ ୨୫କୁ ବୃଦ୍ଧି ହୋଇଛି। ଏନେଇ ପ୍ରାଣୀ ଉଦ୍ୟାନରେ ଆନନ୍ଦର ବାତାବରଣ ସୃଷ୍ଟି ହୋଇଛି।

ଅଧିକ ପଢ଼ନ୍ତୁ: ପ୍ରେମିକାଙ୍କ ପାଇଁ ଦାଦାଙ୍କ ଉପରେ ଏଭଳି ପ୍ରତିଶୋଧ ନେଲେ ନାବାଳକ ପ୍ରେମିକ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe