ରାଜଭବନ ଛକରେ ସିରିଜ୍ ଦୁର୍ଘଟଣା: ୨ ବାଇକ୍‌କୁ ଘୋଷାଡ଼ି ନେଲା କାର୍

Advertisment

ରାଜଧାନୀ ଭୁବନେଶ୍ବରର ରାଜଭବନ ଛକରେ ଶନିବାର ସନ୍ଧ୍ୟାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ହୁଣ୍ଡାଇ କାର୍ ରଙ୍ଗ୍ ରୁଟ୍‌ରେ ଆସି ଦୁଇ ବାଇକକୁ ଧକ୍କା ଦେଇଛି। କାର୍ ବାଇକ୍ ଦୁଇଟିକୁ କିଛି ବାଟ ଘୋଷାଡ଼ି ନେଇ ରାଜଭବନ ଗୋଲେଇ ଛକର ଡିଭାଇଡର ଉପରକୁ ଚଢିଯାଇଥିଲା...

ରାଜଧାନୀ ଭୁବନେଶ୍ବରର ରାଜଭବନ ଛକରେ ଶନିବାର ସନ୍ଧ୍ୟାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ହୁଣ୍ଡାଇ କାର୍ ରଙ୍ଗ୍ ରୁଟ୍‌ରେ ଆସି ଦୁଇ ବାଇକକୁ ଧକ୍କା ଦେଇଛି। କାର୍ ବାଇକ୍ ଦୁଇଟିକୁ କିଛି ବାଟ ଘୋଷାଡ଼ି ନେଇ ରାଜଭବନ ଗୋଲେଇ ଛକର ଡିଭାଇଡର ଉପରକୁ ଚଢିଯାଇଥିଲା...

A series of accidents on Rajbhavan Street: 2 bikes were hit by a car

A series of accidents on Rajbhavan Street: 2 bikes were hit by a car Photograph: (sambad.in)

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରର ରାଜଭବନ ଛକରେ ଶନିବାର ସନ୍ଧ୍ୟାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ହୁଣ୍ଡାଇ କାର୍ ରଙ୍ଗ୍ ରୁଟ୍‌ରେ ଆସି ଦୁଇ ବାଇକକୁ ଧକ୍କା ଦେଇଛି। କାର୍ ବାଇକ୍ ଦୁଇଟିକୁ କିଛି ବାଟ ଘୋଷାଡ଼ି ନେଇ ରାଜଭବନ ଗୋଲେଇ ଛକର ଡିଭାଇଡର ଉପରକୁ ଚଢିଯାଇଥିଲା। 

ଗୋଟିଏ ବାଇକ୍ କାର ତଳେ ରହିଥିବାବେଳେ ଅନ୍ୟ ଦୂରକୁ ବାଇକ୍‌ ଛିଟିକି ପଡିଥିଲା। ଘଟଣାସ୍ଥଳରେ ଗୁରୁତର ଆହତ ହୋଇଥିବା ଦୁଇ ବାଇକ୍ ଚାଳକଙ୍କ ସମେତ ଅନ୍ୟ ଦୁଇ ଗୁରୁତର ଆହତଙ୍କୁ ଚିକିତ୍ସାଲାଗି କ୍ୟାପିଟାଲ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। 

ଅଧିକ ପଢ଼ନ୍ତୁ: ପ୍ରଶାସନ କିଣୁନି ଧାନ: ରାସ୍ତାରୋକ କଲେ ଚାଷୀ

କାର୍ ଡ୍ରାଇଭର ଜଣଙ୍କ ମଦ୍ୟପାନ କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ: ତେଜସ୍ବୀ ଯାଦବ ଆରଜେଡିର ନୂଆ ସୁପ୍ରିମୋ, ଲାଲୁ ଯୁଗର ଅବସାନ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe