ରାସ୍ତାପାର ହେଉଥିବା ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

Advertisment

ରାଜଧାନୀ ଭୁବନେଶ୍ବରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଟ୍ରକ୍‌ ମାଡିଯାଇଛି। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି...

Updated On

ରାଜଧାନୀ ଭୁବନେଶ୍ବରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଟ୍ରକ୍‌ ମାଡିଯାଇଛି। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି...

ଅଦ୍ୟତନ ହୋଇଛି
2amznxpa

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଟ୍ରକ୍‌ ମାଡିଯାଇଛି। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।

ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ ସମୟରେ ମହିଳା ଜଣଙ୍କ ପଳାଶୁଣି ଛକରେ ରାସ୍ତାପାର ହେଉଥିଲେ। ଏହି ସମୟରେ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି ତାଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଥିଲା।

ଅଧିକ ପଢ଼ନ୍ତୁ: ୨ ଦିନ କସରତ ପରେ କାବୁହେଲା ଦୁର୍ଦ୍ଦାନ୍ତ ହନୁ

ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିବାବେଳେ ମଞ୍ଚେଶ୍ୱର ଥାନା ପୁଲିସ ମହିଳାଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଅଧିକ ପଢ଼ନ୍ତୁ: ବଙ୍ଗୋପସାଗରରେ ପୁଣି ବାତ୍ୟା: ୨୬ ତାରିଖ ବେଳକୁ ସୃଷ୍ଟିହେବା ସମ୍ଭାବନା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe