ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା: ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଲେ ହାଇୱା ଚାଳକ

Advertisment
ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା: ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଲେ ହାଇୱା ଚାଳକ

ଭୁବନେଶ୍ବର: ରାଜଧାନୀରେ ଆଜି ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା ହୋଇଥିବାର ସୂଚନା ମିଳିଛି। ବ୍ରିଜ ଉପରେ ଛିଡ଼ା ହୋଇଥିବା କଣ୍ଟେନରକୁ ପଛପଟୁ ଏକ ବାଲି ବୋଝେଇ ହାଇୱା ପିଟିଛି। ଉଭୟ ଗାଡ଼ି ନଷ୍ଟ ହୋଇଛି।

publive-image

ତେବେ ହାଇୱା ଚାଳକ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଥିଲେ। ଭୋର ସମୟରେ ଆଖି ଲାଗିଯାଇଥିବାରୁ ଦୁର୍ଘଟଣା ହୋଇଯାଇଥିବା ଚାଳକ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe