ଭୁବନେଶ୍ବର: କ୍ୟାରିୟର ମାର୍ଗଦର୍ଶକ ଓ ପରାମର୍ଶଦାତା ସଂଗଠନ କ୍ୟାରିୟର ମ୍ୟାପ୍ ଆସନ୍ତା ନଭେମ୍ବର ୮ ଓ ୯ ତାରିଖରେ ପଥ ପ୍ରଦର୍ଶକ ୨.୦ର ଆୟୋଜନ ସମ୍ପର୍କରେ ଘୋଷଣା କରିଛି, ଯାହାକି ରାଜ୍ୟର ସବୁଠାରୁ ବଡ କ୍ୟାରିୟର ଓ ୟୁନିଭର୍ସିଟି ଫେୟାର ଅଟେ । ଭୁବନେଶ୍ୱରର ଜାଗମରା ରୋଡ୍ସ୍ଥିତ ଖଣ୍ଡଗିରି କ୍ରିକେଟ ପଡିଆରେ ଆୟୋଜିତ ହେବାକୁ ଯାଉଥିବା ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ସକାଳ ୯ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ, ଯାହା ୯ମ ଶ୍ରେଣୀରୁ ପୋଷ୍ଟଗ୍ରାଜୁଏଟ ସ୍ତର ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଓ ସେମାନଙ୍କର ଅଭିଭାବକମାନଙ୍କୁ ବିବିଧ ଶିକ୍ଷାଗତ ଓ କ୍ୟାରିୟର ମାର୍ଗ ଅନୁସନ୍ଧାନ କରିବା ପାଇଁ ଏକ ମୂଲ୍ୟବାନ ସୁଯୋଗ ପ୍ରଦାନ କରିବ ।
୮ରୁ କ୍ୟାରିୟର ଫେୟାର ପଥ ପ୍ରଦର୍ଶକ ୨.୦
କ୍ୟାରିୟର ମାର୍ଗଦର୍ଶକ ଓ ପରାମର୍ଶଦାତା ସଂଗଠନ କ୍ୟାରିୟର ମ୍ୟାପ୍ ଆସନ୍ତା ନଭେମ୍ବର ୮ ଓ ୯ ତାରିଖରେ ପଥ ପ୍ରଦର୍ଶକ ୨.୦ର ଆୟୋଜନ ସମ୍ପର୍କରେ ଘୋଷଣା କରିଛି
/sambad/media/media_files/2024/11/07/9escRDw6SRbbnCeJlQXA.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-08-23t123957970z-tpnc.jpg)