ଲାୟନ୍ସ କ୍ଲବ୍‌ର ଅଧିଷ୍ଠାନ ଉତ୍ସବ

ଲାୟନ୍ସ କ୍ଲବ୍‌ର ଅଧିଷ୍ଠାନ ଉତ୍ସବ

ଚନ୍ଦ୍ରଶେଖରପୁର : ଲାୟନ୍ସ କ୍ଲବ ଇଣ୍ଟରନ୍ୟାସନାଲ ଡିଷ୍ଟ୍ରିକ୍ଟ ୩୨୨-ସି୪ର କ୍ୟାବିନେଟ୍‌ ଅଧିଷ୍ଠାନ ଉତ୍ସବ କିଟ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦଇଥିଲେ। ଡିଷ୍ଟ୍ରିକ୍ଟ ଗଭର୍ଣ୍ଣର ଲାୟନ ବିଶ୍ୱନାଥ ମହାନ୍ତି କ୍ଲବ୍‌ର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିବା ବେଳେ ଅନ୍ତର୍ଜାତୀୟ ନିର୍ଦେଶକ ଭି.କେ. ଲୁଥ୍ରା, ମଲ୍‌ଟିପୁର କାଉନସିଲ ଚେୟାରପର୍ସନ ଏସ୍‌ ପି ବାନାର୍ଜୀ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ରାଜନେତା ପ୍ରତାପ ଷଡ଼ଙ୍ଗୀଙ୍କୁ ଉତ୍କଳରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe