ରାଜଧାନୀରେ ଚାଞ୍ଚଲ୍ୟ: ବାଣୀବିହାର କ୍ୟାମ୍ପସ ପରିସରରୁ ଅଜଣା ମୃତଦେହ ଉଦ୍ଧାର

ଭୁବନେଶ୍ବର: ବାଣୀବିହାର କ୍ୟାମ୍ପସ ପରିସରରୁ ଏକ ଅଜଣା ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳି ନାହିଁ । ଝୁଲନ୍ତା ଅବସ୍ଥାରେ ମୃତଦେହକୁ ଜବତ କରାଯାଇଛି। ଖବର ପାଇ ସହିଦନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧିତ ଖବର