କଟକ- ଭୁବନେଶ୍ୱରରେ ଘନ କୁହୁଡ଼ିର ଆସ୍ତରଣ: ଗାଡ଼ି ଚଳାଚଳ ଏବଂ ଯାତାୟତରେ ସମସ୍ୟା

Advertisment
କଟକ- ଭୁବନେଶ୍ୱରରେ ଘନ କୁହୁଡ଼ିର ଆସ୍ତରଣ: ଗାଡ଼ି ଚଳାଚଳ ଏବଂ ଯାତାୟତରେ ସମସ୍ୟା

ଭୁବନେଶ୍ୱର: ଆଜି ଭୋର ସମୟରେ ଦ୍ୱୈତ ନଗରୀ କଟକ- ଭୁବନେଶ୍ୱରରେ ଘନ କୁହୁଡ଼ିର ଆସ୍ତରଣ ପରିଲକ୍ଷିତ ହୋଇଛି। ରାସ୍ତାରେ ୨୦ରୁ ୩୦ ମିଟର ଯାଏଁ ଦୂରକୁ ଦେଖିବା କଷ୍ଟକର ହୋଇପଡ଼ିଛି। ଏହାଫଳରେ ଗାଡ଼ି ଚଳାଚଳ ଏବଂ ଯାତାୟତରେ ସମସ୍ୟା ଉପୁଜିଛି। ଏହାଛଡ଼ା ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଥିବାର ଖବର ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe