ସାଲିଆ ସାହି ବସ୍ତିରେ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଜବତ, ୫ ଗିରଫ

Advertisment
ସାଲିଆ ସାହି ବସ୍ତିରେ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଜବତ, ୫ ଗିରଫ

ଭୁବନେଶ୍ବର: ରାଜଧାନୀରେ ବିପୁଳ ପରିମାଣର ଦେଶୀ ମଦ ଜବତ କରାଯିବା ସହ ଏହି ଘଟଣାରେ ଜଡ଼ିତ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।
ରାଜଧାନୀର ସାଲିଆ ସାହି ବସ୍ତିରେ କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ ସହ ଅବକାରୀ ବିଭାଗର ମିଳିତ ଚଢାଉ କରାଯାଇଛି। ଏଠାରୁ ବିପୁଳ ପରିମାଣରେ ଦେଶୀ ମଦ ଜବତ କରାଯାଇଛି।

ଏହି ମଦକୁ ନଷ୍ଟ କରାଯିବା ସହ ୫ଜଣ ଗିରଫ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe