ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ

ଚନ୍ଦ୍ରଶେଖରପୁର : ପୂର୍ବତଟ ରେଳପଥ ପକ୍ଷରୁ ରେଳ ସଦନଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଉମେଶ ସିଂହ ସମ୍ବିଧାନର ପ୍ରସ୍ତାବନାକୁ ପାଠ କରିଥିଲେ। ଅତିରିକ୍ତ ମହାପ୍ରବନ୍ଧକ ରାଜୀବ ଶର୍ମାଙ୍କ ସମେତ ସମସ୍ତ ବରିଷ୍ଠ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପ୍ରମୁଖ ମୁଖ୍ୟ କାର୍ମିକ ଅଧିକାରୀ ମଂଜୁ ରାୟ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ।

ସମ୍ବନ୍ଧିତ ଖବର