କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

Advertisment
କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ତ୍ରିଶୂଳିଆ/ବାରଙ୍ଗ : ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ମାର୍ଥାପୁର ଷ୍ଟେସନ ନିକଟରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଥିଲା। ନରାଜ ମାର୍ଥାପୁର ଷ୍ଟେସନରେ ମାଲବାହୀ ଟ୍ରେନ୍‌ଟି ରହିବା ପରେ ଷ୍ଟେସନ ମାଷ୍ଟର ତୁରନ୍ତ ବାରଙ୍ଗ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଅଧିକାରୀ ରାଜକିଶୋର ଜେନା ତାଙ୍କ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe