ଏନ୍‌ବିସିସିର ପ୍ରତିଷ୍ଠା ଦିବସ

Advertisment
ଏନ୍‌ବିସିସିର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଉଦ୍ୟୋଗ ନ୍ୟାସ୍‌ନାଲ୍‌ ବିଲ୍‌ଡିଂ କନ୍‌ଷ୍ଟ୍ରକ୍ସନ୍‌ କର୍ପୋରେସନ୍‌ (ଏନ୍‌ବିସିସି)ର ୫୭ତମ ପ୍ରତିଷ୍ଠା ଦିବସ ହୋଟେଲ୍‌ ସ୍ୱସ୍ତି ପ୍ରିମିୟମ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂସ୍ଥାର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ଏନ୍‌ବିସିସିର ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ କାମର ଗୁଣାତ୍ମକ ମାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସଂସ୍ଥାର ବିଶ୍ୱସନୀୟତା ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସମ୍ପ୍ରତି ଏନ୍‌ବିସିସି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe