ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୨ କୋଟି ଟଙ୍କା ଠକେଇ ଅଭିଯୋଗ, ୪ ଗିରଫ

Advertisment
ପୁଲିସକୁ ପଥର ମାଡ଼ ମାମଲାରେ ଆଉ ଜଣେ ଗିରଫ

ଭୁବନେଶ୍ୱର: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୨ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଇଓଡବ୍ଲୁ ଶନିବାର ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଚାରି ଜଣ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଓ ଜଣେ ମହିଳା ମଧ୍ୟ ସାମିଲ ଥିବା ଜଣାପଡ଼ିଛି। ଅଭିଯୁକ୍ତମାନେ ବ୍ୟାଙ୍କରେ ଜାଲ କାଗଜପତ୍ର ଦାଖଲ କରି ଟଙ୍କା ଋଣ ନେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe