ଫ୍ୟାନରେ ଝୁଲି ଛାତ୍ରଙ୍କ ଆତ୍ମହତ୍ୟା

ସ୍ବାମୀ ବାଲିଯାତ୍ରାକୁ ନ ନେବାରୁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଧଉଳି: ଧଉଳି ଥାନା ଅନ୍ତର୍ଗତ ଇଟିପୁର ଗ୍ରାମର ବିଶ୍ବନାଥ ମଲ୍ଲିକଙ୍କ ପୁଅ ଅଜିତ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଅଜିତ ୧୦ମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଏ ନେଇ ଧଉଳି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପୁଲିସ ଶବ ଜବତ କରିବା ସହିତ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅଜିତଙ୍କ ମୃତ୍ୟୁରେ ସେ ପଢ଼ୁଥିବା ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ ଶୋକ ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe