ହୋଲି କଟକଣା: ବାହାରେ ଖେଳିଲେ କାର୍ଯ୍ୟାନୁଷ୍ଠାନ

Advertisment
ହୋଲି ପାଇଁ ସମ୍ବଲପୁର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

tripsavvy.com

ଭୁବନେଶ୍ବର : କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସରକାର ହୋଲି ଖେଳ ଉପରେ କଟକଣା ଲଗାଇଛନ୍ତି। କେବଳ ଘରେ ଖେଳିବା ପାଇଁ ନିର୍ଦ୍ଦେଶ ରହିଛି। ବାହାରେ ଖେଳିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଏଥିପାଇଁ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରତ୍ୟେକ ଗଳିକନ୍ଦିରେ ପିସିଆର ଭ୍ୟାନ୍‌ ବୁଲିବା ସହ ପ୍ରତ୍ୟେକ ଥାନା ସ୍ବତନ୍ତ୍ର ଟିମ୍‌ କରି ପାଟ୍ରୋଲିଂ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପରିସ୍ଥିତିରେ କେହି ବାହାରେ ଖେଳୁଥିବା ଦେଖାଗଲେ ପୁଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ରହିଥିବା ସେ ସୂଚନା ଦେଇଛନ୍ତି। ତା ସହିତ ସେ ପରାମର୍ଶ ଦେଇଛନ୍ତି କି କାର୍ଯ୍ୟାନୁଷ୍ଠାନର ଶିକାର ନ ହୋଇ ଏହି ପର୍ବକୁ ପରିବାର ସହ ପାଳନ କରନ୍ତୁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe