Kalinga TV
ଭୁବନେଶ୍ୱର : ବିବାଦ ଘେରରେ କଣ୍ଠଶଳ୍ପୀ ହ୍ୟୁମାନ ସାଗର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭଜନ ଗାଇବାକୁ ମନା କରିବା ତାଙ୍କ ପାଇଁ ଅଡ଼ୁଆ ସୃଷ୍ଟି କରିଛି। ଜଗନ୍ନାଥଙ୍କ ଭଜନ ଗାଇବା ତାଙ୍କ ଧର୍ମରେ ନାହିଁ ବୋଲି ହ୍ୟୁମାନ କହିଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ହ୍ୟୁମାନଙ୍କୁ ଗୀତ ଗାଇବାକୁ ବାଧ୍ୟ କରିବାରୁ ସେ ତାଙ୍କୁ ହତ୍ୟା ଧମକ ମଧ୍ୟ ଦେଇଛନ୍ତି। ଏହା ସହିତ ଜାପାନୀ କଟକ ଆସିଲେ ତାଙ୍କୁ ଜୀବନରୁ ମାରିଦେବେ ବୋଲି ଧମକ ଦେଇଛନ୍ତି। ଏନେଇ ଜାପାନୀ ଖାରବେଳନଗର ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୋଗକୁ ଭିତ୍ତିକରି ଘଟଣାର ତଦନ୍ତ କରୁଛି।
Follow Us