ଭୁବନେଶ୍ବର: ସହିଦ ଲକ୍ଷ୍ମଣ ନାଏକ ବେହେରା ସାହି (ରେଣ୍ଟାଲ କଲୋନି)ଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଆଧ୍ୟାତ୍ମିକ ପରିବେଶରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭଜନ, କୀର୍ତ୍ତନ କରାଯିବା ସହ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେଇ ପ୍ରସାଦ ସେବନ କରିଥିଲେ।
ଦୁର୍ଗାଚରଣ ବେହେରା, ସନାତନ ବେହେରା, ଅଜୟ ଦାସ, ଭରତ ବେହେରା ଏବଂ ମଇନ ଦାସ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/52-5.jpg)