ଭୁବନେଶ୍ବର: ଲୋକଙ୍କ ଘର ଦ୍ବାରରେ ନ୍ୟାୟ ବ୍ୟବସ୍ଥା ପହଞ୍ଚିବ । ରାଜ୍ୟ ସରକାର ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ କରିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି। ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ପାଇଁ ଅନୁମତି ଦିଆଯାଇଛି। ତାପରେ ସମସ୍ତ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ ଖୋଲିବ।
ଅଧିକ ପଢ଼ନ୍ତୁ: ଡଷ୍ଟବିନ୍କୁ ଯିବ ଅଦରକାରୀ ଆଇନ: ମୁଖ୍ୟମନ୍ତ୍ରୀ
ଏହାଦ୍ୱାରା ସାଧାରଣ ଲୋକ ତ୍ୱରିତ ନ୍ୟାୟ ପାଇ ପାରିବେ। ଭାରତୀୟ ନ୍ୟାୟ ସଂହିତା ଜାଗୃତି କରଣ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ଏହି ସୂଚନା ପ୍ରଦାନ କରିଛନ୍ତି।
ଅଧିକ ପଢ଼ନ୍ତୁ: ଆମ୍ବ ଟାକୁଆ ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ନବୀନ
Follow Us