ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ମଦନପୁର ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ବିଲରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତେବେ କେହି ତାଙ୍କୁ ନିଜ ଗାମୁଛାରେ ଟାଙ୍ଗି ଦେଇଥିବା ଅଭିଯୋଗ ଉଠିଛି। ଖବର ପାଇ ଘଟଣାସ୍ଥଳରେ ଇଫୋଭ୍ୟାଲି ଥାନା ପୁଲିସ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ କରୁଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us