ଭୁବନେଶ୍ବର: କୋଭିଡ କଟକଣା ଭିତରେ ଆଜିଠୁ ପର୍ଯ୍ୟଟକଙ୍କ ଲାଗି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଖୋଲିଛି। ଏଠାରେ ପର୍ଯ୍ୟଟକ ଓ କର୍ମଚାରୀ ସମସ୍ତଙ୍କ ପାଇଁ ମାସ୍କ, ସାନିଟାଇଜର ବ୍ୟବହାର ସହିତ ସାମାଜିକ ଦୂରତା ରକ୍ଷା ଅନିର୍ବାର୍ଯ୍ୟ କରାଯାଇଛି। ବୁଲି ଆସିବାକୁ ଚାହୁଁଥିବା ପର୍ଯ୍ୟଟକ କଟକଣା ନିୟମ ପାଳନ କରି ନନ୍ଦନକାନନରେ ବୁଲିପାରିବେ। ଆଜି ସକାଳେ ଏଠାରେ ପର୍ଯ୍ୟଟକମାନଙ୍କ ଭିଡ଼ ପରିଲକ୍ଷିତ ହୋଇଛି।
ପର୍ଯ୍ୟଟକଙ୍କ ଲାଗି ଖୋଲିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ
/sambad/media/post_attachments/wp-content/uploads/2021/08/NAN.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)