ନିଶା ନିବାରଣ ମଂଚ ପକ୍ଷରୁ ଅବକାରୀ ମନ୍ତ୍ରୀଙ୍କ ବାସଭବନ ଘେରାଉ

ଭୁବନେଶ୍ୱର: ନିଶା ନିବାରଣ ଅଭିଯାନ ମଂଚ ପକ୍ଷରୁ ଅବକାରୀ ମନ୍ତ୍ରୀଙ୍କ ବାସଭବନ ଘେରାଓ । ରାଜ୍ୟରେ ଅଧିକ ମଦ ଦୋକାନ ଖୋଲିବାକୁ ବିରୋଧ କରି ଅବକାରୀ ମନ୍ତ୍ରୀ ନିରଂଜନ ପୂଜାରୀଙ୍କ ବାସଭବନ ଘେରାଓ କରିଛି ମଂଚ । ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ମଦକୁ ଅଗ୍ରାଧିକାର ଦେବା ନିନ୍ଦନୀୟ ବୋଲି ମଂଚ ପକ୍ଷରୁ କୁହାଯାଇଛି । ଏହାସହ ମଦକୁ ନେଇ ସରକାରୀ ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରିବାକୁ ଦାବି କରିଛି ମଂଚ । ତେବେ ଦାବି ପ୍ରତ୍ୟାହାର କରାନଗଲେ ବିକ୍ଷୋଭ ଜାରି ରହିବ ବୋଲି ମଂଚ ପକ୍ଷରୁ କୁହାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.