ପବନ ଅଗ୍ରଓ୍ଵାଲ ଓୟୁଏଟି କୁଳପତି, ସବିତା ଆଚାର୍ଯ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି କାଉନସିଲ ଚେୟାରମ୍ୟାନ୍‌

ଉତ୍କଳ ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର ପରୀକ୍ଷା ବାତିଲ

ଭୁବନେଶ୍ୱର: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ବୁଧବାର ପବନ ଅଗ୍ରଓ୍ଵାଲଙ୍କୁ ନିଯୁକ୍ତି ମିଳିଛି। ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଚେୟାରମ୍ୟାନ ଭାବେ ସବିତା ଆଚାର୍ଯ୍ୟଙ୍କୁ ନିଯୁକ୍ତି ମିଳିଛି।

ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ମେ’ ୨ ରୁ ୪ ତାରିଖ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷା ବାତିଲ କରି ଦିଆଯାଇଛି।

ସମ୍ବନ୍ଧିତ ଖବର