ଲାୟନ୍ସ କ୍ଲବ୍ ପକ୍ଷରୁ ବୃକ୍ଷରୋପଣ

Advertisment
ଲାୟନ୍ସ କ୍ଲବ୍ ପକ୍ଷରୁ ବୃକ୍ଷରୋପଣ

ଭୁବନେଶ୍ବର: ଲାୟନ୍ସ କ୍ଲବ୍ ଭୁବନେଶ୍ବର ପ୍ରିମିୟମ୍ ପକ୍ଷରୁ ପବିତ୍ର ରଥଯାତ୍ରା ଅବସରରେ ବାଣୀବିହାର ଆଇନ ମହାବିଦ୍ୟାଳୟ ପରିସରରେ ଏକ ବୃକ୍ଷ‌ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଲାୟନ୍ସ କିଶୋର ଚନ୍ଦ୍ର କରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଲେଜ ଅଧ୍ୟକ୍ଷା ପ୍ରତିଭା ପଣ୍ଡା, କ୍ଲବର ସଭାପତି ଅଶୋକ କୁମାର ମହାନ୍ତି, ସମ୍ପାଦକ ମାନସ ରଞ୍ଜନ ମହାପାତ୍ର, କ୍ଷିତିଶ କୁମାର ପାଲଟାସିଂହ, ଦ୍ବାରିକାନାଥ ଖୁଣିଆ, ଶାନ୍ତନୁ କୁମାର ପଣ୍ଡା, ସୁଭ୍ରାଂଶୁ ଉଦଗାତା, ମନୋଜ କୁମାର ମହାନ୍ତିଙ୍କ ସମେତ ଅନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଚାରାରୋପଣ କରିଥିଲେ। ଏଥିରେ ବହୁ ଉପାଦେୟ ଓ ଔଷଧୀୟ ବୃକ୍ଷରୋପଣ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe