ରାଷ୍ଟ୍ରୀୟ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ଈଶ୍ବର ଚନ୍ଦ୍ର ନାୟକ ସମ୍ବର୍ଦ୍ଧିତ

Advertisment
ରାଷ୍ଟ୍ରୀୟ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ଈଶ୍ବର ଚନ୍ଦ୍ର ନାୟକ ସମ୍ବର୍ଦ୍ଧିତ

ଭୁବନେଶ୍ବର: ନିଖିଳ ଉତ୍କଳ ଶାକାହାରୀ ରଙ୍ଗଣୀ ସମାଜ ପକ୍ଷରୁ ଜୟଦେବ ଭବନ ଠାରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରୀୟ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ଈଶ୍ବର ଚନ୍ଦ୍ର ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସମ୍ମାନିତ ଅତିଥି ଭାବେ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସଭାପତି କିଶୋର ଚନ୍ଦ୍ର ସାହୁ, ସାଧାରଣ ସଂପାଦକ ହରିହର ସାହୁ, କାର୍ଯ୍ୟକାରୀ ସଭାପତି ଜମ୍ବେଶ୍ବର ବେହେରା, ଉପସଭାପତି ଯଜ୍ଞ‌େଶ୍ବର ବେହେରା, ସୁଦର୍ଶନ ବେହେରା, ରଘୁନାଥ ସାହୁ, ପ୍ରତାପ ଚନ୍ଦ୍ର ଦାସ, ଡମ୍ବରୁଧର ଦାସ, ପ୍ରଭାକର ସାହୁ, ଦୀନବନ୍ଧୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe