ବିଶିଷ୍ଟ ସେବା ମେଡାଲ ପ୍ରାପ୍ତ ଏସ୍‌ ମହାପାତ୍ରଙ୍କ ପରଲୋକ

0

ଭୁବନେଶ୍ୱର : ବିଶିଷ୍ଟ ସେବା ମେଡାଲ ପ୍ରାପ୍ତ ରେୟାର୍‌ଆଡମିରାଲ ଏସ୍‌ ମହାପାତ୍ରଙ୍କର ଆଜି ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ପତ୍ନୀ ପି ମହାପାତ୍ର ଓ ପରିବାରବର୍ଗ ଉପସ୍ଥିତ ଥିଲେ। ସ୍ୱର୍ଗତ ମହାପାତ୍ର ତାଙ୍କର ଗବେଷଣା ନିମନ୍ତେ ଏସ୍‌ଏସ୍‌ ଭଟ୍ଟନାଗର ପୁରସ୍କାର ମଧ୍ୟ ହାସଲ କରିଥିଲେ। ତାଙ୍କ ମୃତ୍ୟୁରେ ବହୁବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଆସନ୍ତାକାଲି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।

ସମ୍ବନ୍ଧିତ ଖବର

Leave A Reply

Your email address will not be published.