ରାଜ୍ୟସ୍ତରୀୟ ବାର୍ଷିକ ପ୍ରତିଯୋଗିତା

ଭୁବନେଶ୍ବର: ରବିବାର ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ରାଜ୍ୟସ୍ତରୀୟ ବାର୍ଷିକ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ସ୍ବାଧୀନତାର ଅମୃତ ମହୋତ୍ସବ ପ୍ରବନ୍ଧ ପ୍ରତିଯୋଗିତା ଓ ଚିତ୍ରାଙ୍କନ, ହସ୍ତାକ୍ଷର, ଭାଷାଜ୍ଞାନ ଏବଂ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଏହି ଅବସରରେ ଭୁବନେଶ୍ବରର ବିଭିନ୍ନ ସ୍କୁଲରେ ପରୀକ୍ଷା କେନ୍ଦ୍ର କରାଯାଇଛି। ସେଗୁଡିକର ତାଲିକା ଦିଆଗଲା।

ସମ୍ବନ୍ଧିତ ଖବର