ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି ।
ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇଥିଲା। ଏଭଳି ବୀଭତ୍ସ ଦୃଶ୍ୟ ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ ।
ଅଧିକ ପଢ଼ନ୍ତୁ: ପଦ୍ମ ବିଜେତାଙ୍କୁ ସମ୍ମାନସୂଚକ ସହାୟତା ଭାବେ ମାସକୁ ମିଳିବ ୩୦ ହଜାର
ଖବର ପାଇ ନୟାପଲ୍ଲୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ନବଜାତକର ମୃତଦେହକୁ ଉଦ୍ଧାର କରି ପୁଲିସ୍ ପୋଷ୍ଟମର୍ଟମ ପାଇଁ ପଠାଇଛି।
ଅଧିକ ପଢ଼ନ୍ତୁ: ଦୁଇରୁ ଅଧିକ ସନ୍ତାନ ଥିଲେ ହିଁ ପଞ୍ଚାୟତ, ପୌର ନିର୍ବାଚନ ଲଢିପାରିବ : ଚନ୍ଦ୍ରବାବୁ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)