ଶ୍ରେଷ୍ଠ ଶହେ ବିଶ୍ୱବିଦ୍ୟାଳୟରେ ଓୟୁଏଟି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଳପତିି ଓ ଛାତ୍ରଛାତ୍ରୀ

ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟ ହେବାର ଗୌରବ ହାସଲ କରିଛି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)। କେନ୍ଦ୍ର ସରକାରଙ୍କ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ଏନ୍‌ଆଇଆରଏଫ୍‌ ସର୍ଭେରେ ଦେଶର ଶ୍ରେଷ୍ଠ ଶହେ ବିଶ୍ୱବିଦ୍ୟାଳୟ ମଧ୍ୟରେ ଓୟୁଏଟି ୯୧ତମ ସ୍ଥାନ ଅଧିକାର କରିବା ପରେ କୁଳପତି ସୁରେନ୍ଦ୍ରନାଥ ପଶୁପାଳକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ନେଇ ଅବଗତ କରାଇଥିଲେ। ଓୟୁଏଟିର ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ କୁଳପତି ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବନ୍ଧିତ ଖବର