ରାଜଧାନୀରୁ ଚିହ୍ନଟ ହେଲେ ୩୭୧ ଜଣ କରୋନା ଆକ୍ରାନ୍ତ

Advertisment
ରାଜଧାନୀରୁ ଚିହ୍ନଟ ହେଲେ ୩୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ୨୩୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ଚିହ୍ନଟ ୩୭୧ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୦୮ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୬୩ଜଣ ରହିଛନ୍ତି।

ତେବେ ଭୁବନେଶ୍ବରରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୮୦୬୬ ରହିଥିବା ବେଳେ ସକ୍ରିୟ ମାମଲା ୧୯୮୮ ରହିଛି। ସେହିପରି ୯୫୩୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଥିରେ ୭୫୧ଜଣଙ୍କ ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe