ଭୁବନେଶ୍ବର: ରାଜ୍ୟରେ ଅଦରକାରୀ ଆଇନକୁ ଚିହ୍ନଟ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁଵଶୀଘ୍ର ସେହି ଆଇନ ଗୁଡିକୁ ଅଳିଆ ଗଦାକୁ ପକା ହେବ।
ଅଧିକ ପଢ଼ନ୍ତୁ: ଆମ୍ବ ଟାକୁଆ ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ନବୀନ
ଖୁଵଶୀଘ୍ର ରାଜ୍ୟ ସରକାର ‘ଲ’-ରିଭିଜନ କମିଶନ କରି ଏହି ବ୍ୟବସ୍ଥା କରିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଯେଉଁ ଅପ୍ରାସଙ୍ଗିକତା ଏବଂ ଅଦରକାରୀ ଆଇନ ରହିଛି ସେଗୁଡିକର ପରିବର୍ତ୍ତନ କରିବାର ଆବଶ୍ୟକତା ରହିଛି ବୋଲି ଆଇନ ମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି।
ଅଧିକ ପଢ଼ନ୍ତୁ: ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ମିଳିବ ଗହମ: ଖାଦ୍ୟ ଯୋଗାଣ ମନ୍ତ୍ରୀ
Follow Us