ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ମିଳିବ ଗହମ: ଖାଦ୍ୟ ଯୋଗାଣ ମନ୍ତ୍ରୀ

Advertisment

ରାଜ୍ୟରେ ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ଗହମ ମିଳିବ। ଏନେଇ ବିଭାଗ ତରଫରୁ ପ୍ରସ୍ତୁତି ଜାରି  ରହିଛି। କେଉଁ ଜିଲ୍ଲା ପାଇଁ କେତେ ଗହମ ଆବଶ୍ୟକ ତାହାର ହିସାବ ଜିଲ୍ଲା ଅଧିକାରୀ ଦେବେ...

ରାଜ୍ୟରେ ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ଗହମ ମିଳିବ। ଏନେଇ ବିଭାଗ ତରଫରୁ ପ୍ରସ୍ତୁତି ଜାରି  ରହିଛି। କେଉଁ ଜିଲ୍ଲା ପାଇଁ କେତେ ଗହମ ଆବଶ୍ୟକ ତାହାର ହିସାବ ଜିଲ୍ଲା ଅଧିକାରୀ ଦେବେ...

13a,,zxapa

ଭୁବନେଶ୍ବର: ରାଜ୍ୟରେ ଜାନୁଆରି ପ୍ରଥମ ସପ୍ତାହରେ ହିତାଧିକାରୀଙ୍କୁ ଗହମ ମିଳିବ। ଏନେଇ ବିଭାଗ ତରଫରୁ ପ୍ରସ୍ତୁତି ଜାରି  ରହିଛି। କେଉଁ ଜିଲ୍ଲା ପାଇଁ କେତେ ଗହମ ଆବଶ୍ୟକ ତାହାର ହିସାବ ଜିଲ୍ଲା ଅଧିକାରୀ ଦେବେ ।

ଲୋକଙ୍କ ଚାହିଦା ହିସାବରେ ଗହମ ଦିଆଯିବ। ଏସମ୍ପର୍କରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଇ-କେୱାଇସି ପ୍ରକ୍ରିୟା ଅନ୍ତିମ ପର୍ଯାୟରେ ପହଞ୍ଚିଛି। ପାଖାପାଖି ୮୫ ପ୍ରତିଶତ ଲୋକଙ୍କ ଇ-କେୱାଇସି ପ୍ରକ୍ରିୟା ସରିଲାଣି।

ଅଧିକ ପଢ଼ନ୍ତୁ: ମହିଳା ବିରୋଧୀ ଅପରାଧ ପ୍ରସଙ୍ଗରେ ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ମୋହନ

୧୬ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇ ସାରିଲେଣି। ଆଉ ୧୫ ଦିନ ଭିତରେ ଇ-କେୱାଇସି ପ୍ରକ୍ରିୟା ଶେଷ ହେବ ବୋଲି ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। 

ଅଧିକ ପଢ଼ନ୍ତୁ: ହଷ୍ଟେଲ ରୁମରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe