ଭୁବନେଶ୍ବର: ରାଜଧାନୀରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ରାଜଧାନୀର ଡମଣା ଅଞ୍ଚଳରେ ଥିବା ଏକ ଭଡ଼ାଘରେ ଆତ୍ମହତ୍ୟା କରିଛନ୍ତି ମହିଳା।
ମୃତ ମହିଳା ହେଲେ ବର୍ଷା ଡାକୁଆ। ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ତେବେ ପୁଲିସ ମୃତ ବର୍ଷାଙ୍କ ସ୍ୱାମୀଙ୍କୁ ଅଟକ ରଖିଛି। ବର୍ଷାଙ୍କ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ।
ରାଜଧାନୀରେ ମହିଳାଙ୍କ ଆତ୍ମହତ୍ୟା, ଥାନାରେ ସ୍ବାମୀ ଅଟକ
/sambad/media/post_attachments/wp-content/uploads/2020/05/chandrasekharpur-ps.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)