ଭୁବନେଶ୍ୱର ରେଳ ଷ୍ଟେସନରୁ ଛଅ ଜଣିଆ ମହିଳା ଚୋର ଗ୍ୟାଙ୍ଗ ଠାବ: ଚୋରି ସାମଗ୍ରୀ ଜବତ

Advertisment
ଭୁବନେଶ୍ୱର ରେଳ ଷ୍ଟେସନରୁ ଛଅ ଜଣିଆ ମହିଳା ଚୋର ଗ୍ୟାଙ୍ଗ ଠାବ: ଚୋରି ସାମଗ୍ରୀ ଜବତ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନରୁ ଛଅ ଜଣିଆ ମହିଳା ଚୋର ଗ୍ୟାଙ୍ଗ ଠାବ ହୋଇଛି। ଉକ୍ତ ୬ ଜଣଙ୍କୁ ଅଟକ ରଖିଛି ଆରପିଏଫ। ଛଅ ଜଣିଆ ମହିଳା ଚୋର ଗ୍ୟାଙ୍ଗ ଚଳନ୍ତା ଟ୍ରେନ ଓ ଷ୍ଟେସନରେ ଅପରେସନ କରୁଥିବା ଜଣାଯାଇଛି।

ସେମାନଙ୍କଠାରୁ ଭ୍ୟାନିଟି ବ୍ୟାଗ, ସୁନା ଚେନ ଓ ମୋବାଇଲ ସହ ବହୁ ଚୋରି ସାମଗ୍ରୀ ଜବତ କରାଯାଇଛି। ଗ୍ୟାଙ୍ଗର ଅନ୍ୟ ସଦସ୍ୟ ଓ ଅପରାଧ ବାବଦରେ ଆର ପିଏଫ ପଚରାଉଚରା ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe