ଅନୁସନ୍ଧାନ କରୁଥିବା ବର୍ଗ

ସୁବର୍ଣ୍ଣପୁର

ସାଧାରଣ ନିର୍ବାଚନ: ବୀରମହାରାଜପୁରରେ ମତଦାନ ପୂର୍ବରୁ ପୁଲିସର ଫ୍ଲାଗମାର୍ଚ୍ଚ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରାମହରାଜପୁରରେ ଶୁକ୍ରବାର ଦିନ ସିଏପିଏଫ ଏବଂ ସ୍ଥାନୀୟ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁସାରେ ଆସନ୍ତା ୨୦ ତାରିଖ ଦିନ ସାଧାରଣ ନିର୍ବାଚନ ପାଇଁ ଶାନ୍ତି ଶୃଙ୍ଖଳା, ସ୍ୱଚ୍ଛତା, ନିରପେକ୍ଷ ତଥା ଅବାଧ ଭାବରେ ମତଦାନ…
ଅଧିକ ଖବର ଦେଖନ୍ତୁ...

ରୋଡ୍‌ ସୋ’ ମାଧ୍ୟମରେ ଶକ୍ତି ପ୍ରଦର୍ଶନ କଲେ ବୀରମହାରାଜପୁର ବିଜେପି ବିଧାୟକ ପ୍ରାର୍ଥୀ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାନସଭା କ୍ଷେତ୍ରର ବିଜେପି ବିଧାୟକ ପ୍ରାର୍ଥୀ ଇଂ ରଘୁନାଥ ଜଗଦଲା ଶୁକ୍ରବାର ସନ୍ଧ୍ୟାରେ ଏକ ବିରାଟ ରୋଡ ସୋ’ରେ ସାମିଲ ହୋଇଛନ୍ତି। ଏହି ରୋଡ୍‌ ସୋ’ ମାଧ୍ୟମରେ ସେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଏଥି ସହିତ ଉପଖଣ୍ଡ ସଦରମହକୁମାର…
ଅଧିକ ଖବର ଦେଖନ୍ତୁ...

ଭାରସାମ୍ୟ ହରାଇ ଗଛରେ ପିଟିଲା ୧୦୮ ଆମ୍ବୁଲାନ୍ସ; ଦୁଇ ଆହତ, ଜଣେ ଗୁରୁତର

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଉଲୁଣ୍ଡା ଥାନା ଅନ୍ତର୍ଗତ ଅଇଁଳାଛାଟ ନିକଟରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ ଗୁରୁବାର ଦିନ ରାତିରେ ଏକ ରୋଗୀଙ୍କୁ ବୁର୍ଲାରେ ଛାଡ଼ି ଭୋର୍ ସକାଳୁ ଏହି ଆମ୍ବୁଲାନ୍ସ ସମ୍ବଲପୁରରୁ…
ଅଧିକ ଖବର ଦେଖନ୍ତୁ...

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ୧୪ ୱାର୍ଡମେମ୍ବର

ବୀରମହାରାଜପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିକଶିତ ଭାରତ’ କାର୍ଯ୍ୟକ୍ରମ ଓ ଚଳିତ ନିର୍ବାଚନରେ ବୀରମହାରାଜପୁରରେ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କୁ ଦଳ ପ୍ରାର୍ଥୀ କରିଥିବାରୁ ବାଗବର ପଞ୍ଚାୟତର ୧୪ ଜଣ ୱାର୍ଡମେମ୍ବର ଗୁରୁବାର ବିଜେପିରେ ସାମିଲ ହୋଇଛନ୍ତି। ସୁବର୍ଣ୍ଣପୁର…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଲେ ରାଜ୍ୟର ବିକାଶ ହେବ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନ ଉଲୁଣ୍ଡା କଲେଜ ପଡ଼ିଆରେ ଗୁରୁବାର ଦିନ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାୟ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି। ଓଡ଼ିଶାରେ ଡବଲ…
ଅଧିକ ଖବର ଦେଖନ୍ତୁ...

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି କର୍ମୀ

ବୀରମହାରାଜପୁର: ଓଡ଼ିଶାରେ ସାଧାରଣ ନିର୍ବାଚନର ଦ୍ବତୀୟ ପର୍ଯ୍ୟାୟ ପାଇଁ ମତଦାନ ତାରିଖର ୪ ଦିନ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ବିଜେଡିକୁ ଆଉ ଏକ ଧକ୍କା ଲାଗିଛି। ଉଲୁଣ୍ଡା ବ୍ଲକର କାଦୋଦର ଗାଁରେ ଶତାଧିକ କର୍ମୀ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଅଧିକ ଖବର ଦେଖନ୍ତୁ...

ଅସାବଧାନତା ଯୋଗୁଁ ଛାତରୁ ପଡ଼ି ବୃଦ୍ଧା ମୃତ 

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଉଲୁଣ୍ଡା ସଦରସ୍ଥିତ ଗଣ୍ଡାବାହାଳ ଗ୍ରାମରେ ଛାତରୁ ପଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁଘଟିଛି। ମୃତକ ହେଲେ ସୁନ୍ଦୁରୀ ବାରିକ( ୭୫)। ସୂଚନା ଅନୁସାରେ ଆଜି ଦିନ ପ୍ରାୟ ଗୋଟାଏ ସମୟରେ ବୃଦ୍ଧା ଜଣକ ତାଙ୍କ ଛାତ ଉପରକୁ ଯାଇଥିଲେ।…
ଅଧିକ ଖବର ଦେଖନ୍ତୁ...

୨ଯାତ୍ରୀବାହୀ ବସ ମୁହାଁମୁହିଁ: ଡ୍ରାଇଭର ମୃତ, ୩୦ ଆହତ

ସୋନପୁର/ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଧୀନ ହିକୁଡ଼ି ଫାଣ୍ଡିର ଡୁଡୁପାଲି ବୁଲାଣିରେ ଆଜି ରାତିରେ ଦୁଇଟି ଘରୋଇ ଯାତ୍ରୀବାହୀ ବସ୍‌ ମୁହାଁମୁହିଁ ହେବା ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ମୃତ ଡ୍ରାଇଭର ହେଲେ…
ଅଧିକ ଖବର ଦେଖନ୍ତୁ...

ନିୟନ୍ତ୍ରଣ ହରାଇ ମୁହାଁମୁହିଁ ହେଲେ ୨ ଯାତ୍ରୀବାହୀ ବସ୍‌: ଅନେକ ଯାତ୍ରୀ ଆହତ, ଚାଳକଙ୍କ ଅବସ୍ଥା ଗମ୍ଭୀର

ବୀରମହାରାଜପୁର/ଉଲୁଣ୍ଡା: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଧୀନ ହିକୁଡ଼ି ଫାଣ୍ଡିର ଡୁଡୁପାଲି ବୁଲାଣିରେ ଆଜି ରାତିରେ ଦୁଇଟି ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ନିୟନ୍ତ୍ରଣ ହରାଇ ଦୁଇଟି ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଉଭୟ ବସ୍‌ର ଅନେକଗୁଡ଼ିଏ…
ଅଧିକ ଖବର ଦେଖନ୍ତୁ...

କଂଗ୍ରେସ ପ୍ରତି ଅସନ୍ତୋଷ ଥିଲେ; ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅଧୀନ ନାକଡେଇଁରେ ଶୁକ୍ରବାର ଭାରତୀୟ ଜନତା ପାର୍ଟିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ କଂଗ୍ରେସର ଶତାଧିକ କର୍ମୀ ଯୋଗ ଦେଇଛନ୍ତି। କଂଗ୍ରେସ ପ୍ରତି ଅସନ୍ତୋଷ ଦେଖାଯାଇଥିବା କର୍ମୀମାନେ ଚଳିତ ନିର୍ବାଚନରେ…
ଅଧିକ ଖବର ଦେଖନ୍ତୁ...