ଅନୁସନ୍ଧାନ କରୁଥିବା ବର୍ଗ

ରାଜ୍ୟ

ଆସନ୍ତା ଜୁଲାଇରୁ ବିଜେଡି ସରକାର ମାଗଣା ବିଜୁଳି ଦେବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଜେଡି ସରକାର ମାଗଣା ବିଜୁଳି ଦେବେ। ଆସନ୍ତା ଜୁଲାଇ ମାସ ଠାରୁ ବିଜୁଳି ମାଗଣାରେ ମିଳିବ ‌ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏକ ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରିୟ ଭାଇ ଓ ଭଉଣୀ ମାନେ। ଆପଣ ମାନକୁ ଜୁହାର। ଏତେ ଦୂରରୁ ଆପଣ ମାନେ…
ଅଧିକ ଖବର ଦେଖନ୍ତୁ...

କଟକରେ ରୋଡ୍‌ ସୋ’ କରୁଛନ୍ତି ଶାହ, ଶୋଭାଯାତ୍ରା ପାଇଁ କର୍ମୀଙ୍କ ସହିତ ବିଜେପି ପ୍ରଶଂସକ ଉତ୍ସାହିତ

ଭୁବନେଶ୍ବର/କଟକ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ସନ୍ଧ୍ୟାରେ ଐତିହାସିକ କଟକ ସହରରେ ରୋଡ ସୋ’ କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଏହି ରୋଡ୍‌ ଶୋ’ ମୁଖ୍ୟ ରାସ୍ତାରେ ନୁହେଁ, ବରଂ ଗଳିକନ୍ଦିରେ ଆୟୋଜନ ହୋଇଛି। ଗୋପବନ୍ଧୁ ବାଗ ଠାରୁ  ଆରମ୍ଭ ହୋଇ ବକ୍ସିବଜାର, ତିନିକୋଣିଆ…
ଅଧିକ ଖବର ଦେଖନ୍ତୁ...

ନବୀନ ବାବୁ ବ୍ୟାଗ୍‌ରେ ଷ୍ଟିକର ମାରି ନିଜେ ଚାଉଳ ଦେଉଛନ୍ତି ବୋଲି କହୁଛନ୍ତି: ଶାହ

ଭୁବନେଶ୍ବର: ଗରିବଙ୍କୁ ଚାଉଳ ଦେବା ପ୍ରସଙ୍ଗ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ସରକାରଙ୍କୁ ଘେରିଛନ୍ତି। ଗଂଜାମ ଜିଲ୍ଲା ଆସିକା ଲୋକସଭା ଅଧୀନ ସୋରଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ବିଜୟ ସଂପର୍କ ସମାବେଶରୁ ନବୀନଙ୍କୁ ସିଧା ନିଶାନା କରିଛନ୍ତି। ସେ କହିଛନ୍ତି, ଗରିବ…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶାରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଲୋକଙ୍କୁ ବାହାରକୁ ଯିବାକୁ ପଡ଼ିବନି: ଶାହ

ଭୁବନେଶ୍ବର/ସୋରଡ଼ା: ଓଡ଼ିଶାରେ ରୋଜଗାର ଅଭାବ କାରଣରୁ ବାହାର ରାଜ୍ୟକୁ ଯାଉଛନ୍ତି। ରାଜ୍ୟରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ଗଂଜାମ ଜିଲ୍ଲା ସୋରଡ଼ାରେ ‘ବିଜୟ ସଂକଳ୍ପ ସମାବେଶ’ରେ ଜୋର ଦେଇ ଏହା…
ଅଧିକ ଖବର ଦେଖନ୍ତୁ...

୩ ଦିନ ରାଜ୍ୟରେ ବିକ୍ଷିପ୍ତ ବର୍ଷା, ପୁଣି ବଢ଼ିବ ତାତି

ଭୁବନେଶ୍ବର: ଆଗାମୀ ୩ ଦିନ ଧରି ରାଜ୍ୟରେ ବିକ୍ଷିପ୍ତ ବର୍ଷା ଜାରି ରହିିବ। ୧୫ ଏବଂ ୧୬ ତାରିଖ ଉପକୂଳ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ କିଛି ଜିଲ୍ଲା ମୟୂରଭଞ୍ଜ, କେଉଁଝର, ଢେଙ୍କାନାଳରେ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମପ୍ରବାହ।…
ଅଧିକ ଖବର ଦେଖନ୍ତୁ...

ବିଜେପିର କେନ୍ଦ୍ରୀୟ ନେତାଙ୍କ ଘନଘନ ଓଡ଼ିଶା ଗସ୍ତ: ୧୭ରେ ଅମିତ ଶାହ, ଅଶ୍ବିନୀ ବୈଷ୍ଣବ ଓ ହେମାମାଳିନୀ କରିବେ ପ୍ରଚାର

ଭୁବନେଶ୍ବର: ପୁଣି ଓଡ଼ିଶାରେ ଘନଘନ ପ୍ରଚାର ଲାଗି ଆସୁଛନ୍ତି ବିଜେପିର କେନ୍ଦ୍ରୀୟ ନେତା। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧୭ ତାରିଖରେ ରାଉରକେଲା ଗସ୍ତରେ ଆସୁଛନ୍ତି ଅମିତ ଶାହ। ସେ ସେଠାରେ ଦଳ ପାଇଁ ପ୍ରଚାର କରିବେ। ତେଣେ ଆସନ୍ତା…
ଅଧିକ ଖବର ଦେଖନ୍ତୁ...

ବଲାଙ୍ଗୀରରେ ମୋଦୀଙ୍କ ବିରୁଦ୍ଧରେ ଗର୍ଜିଲେ, ବିଜେଡି ବିଷୟରେ ପଦଟିଏ ବି କହିଲେନି ରାହୁଲ ଗାନ୍ଧୀ

ବଲାଙ୍ଗୀର: ଓଡ଼ିଶାର ବିଜେଡି ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୁଦ୍ଧରେ ସାଲେପୁରରେ ବର୍ଷିଥିଲେ, ହେଲେ ବଲାଙ୍ଗୀରରେ  ପଦଟିଏ ବି କହିନାହାନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କର ଏଭଳି ଆଭିମୁଖ୍ୟ କେବଳ ଦଳୀୟ ନେତାଙ୍କୁ ନିରାଶ କରିଛି, ତା ନୁହେଁ ବରଂ ଏହା ଦଳର…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶାରେ ମଧ୍ୟ ବିଜେପି ସରକାର ଆସୁ ବୋଲି ଓଡ଼ିଶାବାସୀ ଚାହୁଁଛନ୍ତି: ଲୋକସଭା ବାଚସ୍ପତି ଓମ୍ ବିର୍ଲା

ବାଲେଶ୍ୱର: ଆଜି ବାଲେଶ୍ୱରଠାରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସମାବେଶକୁ ସମ୍ବୋଧନ କରିଛନ୍ତି ଲୋକସଭା ବାଚସ୍ପତି ତଥା ବରିଷ୍ଠ ବିଜେପି ନେତା ଓମ୍ ବିର୍ଲା। ସେ କହିଛନ୍ତି, ଓଡ଼ିଶାରେ ମଧ୍ୟ ଏବେ ଲୋକେ ବିରାଟ ପରିବର୍ତ୍ତନ ଚାହୁଁଛନ୍ତି। ଓଡ଼ିଶାରେ ମଧ୍ୟ ବିକାଶ ପାଇଁ ବିଜେପି ସରକାର ଆସୁ ଏକଥା…
ଅଧିକ ଖବର ଦେଖନ୍ତୁ...

ରାଉରକେଲାରେ ନିର୍ବାଚନୀ ସଭା: କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ…
ଅଧିକ ଖବର ଦେଖନ୍ତୁ...

ପୁଲିସ ଗାଡ଼ି ଉପରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ବର୍ତ୍ତିଲେ ଥାନା ଅଧିକାରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଫେରସଗଡ଼ ଥାନା ଅଧିକାରୀ ଆକ୍ସ ମସିହା ଏକ କାର ଯୋଗେ ନିଜର ଜଣେ କନେଷ୍ଟବଳଙ୍କ ସହ ବିକାପୁର ଜିଲ୍ଲା ମୁଖ୍ୟ ପୁଲିସ କାର୍ଯ୍ୟାଳୟକୁ ଯାଉଥିଲେ। ତେବେ ସମାନପଲ୍ଲୀ ଓ ରାଣିବଦଲି ମଧ୍ୟରେ ଥିବା ଗନ୍ନମ ନାଳ ନିକଟରେ ନକ୍ସଲ…
ଅଧିକ ଖବର ଦେଖନ୍ତୁ...