ଭୁବନେଶ୍ୱର: କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିତକୋଇଲି ବ୍ଲକର ତୋରଟା ହାଟ ପଡ଼ିଆରେ ଅନାଧିକୃତ ବିଜେପିର ସଭା ନେଇ ବିଜୁ ଜନତା ଦଳ ଗୁରୁବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ ଆଣିଛି। ଅଭିଯୋଗରେ ବିଜେଡି କହିଛି, ମାହାଙ୍ଗା ବିଧାନସଭା ଆସନ ଅନ୍ତର୍ଗତ ହାଟ ପଡ଼ିଆରେ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି କେନ୍ଦ୍ରାପଡ଼ା ଲୋକସଭା ଆସନ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଏବଂ ବିଜେପିର ମାହାଙ୍ଗା ବିଧାନସଭା ପ୍ରାର୍ଥୀ ସରଦ ପ୍ରଧାନଙ୍କ ସମେତ ଅନ୍ୟ କାର୍ଯ୍ୟକର୍ତ୍ତା ଓ ସମର୍ଥକ ଉପସ୍ଥିତ ଥିଲେ। ଅନାଧିକୃତ ବୈଠକ ନେଇ ବିଜେପି ବିରୋଧରେ ଆମେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରୁଛୁ ବୋଲି ବିଜେଡି ଦାବି କରିଛି।/sambad/media/post_attachments/wp-content/uploads/2019/04/4a93f127-9478-49df-bfcd-36cfb0a5ef91-700x1024.jpg)
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେପି ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
/sambad/media/post_attachments/wp-content/uploads/2019/04/bjd-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)