Nuapada By-Election: ନୂଆପଡ଼ା ଉପନିର୍ବାଚନ: ଦାୟିତ୍ବ ବାଣ୍ଟିଲା ବିଜେଡି, ନେତାଙ୍କୁ ମିଳିଲା ଦାୟିତ୍ବ

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗୁରୁବାର ଦିନ ଦାୟିତ୍ବ ବଣ୍ଟନ କରିଛି। ବିଜେଡି ନୂଆପଡ଼ା ବ୍ଲକ, ନୂଆପଡ଼ା ଏନ୍‌ଏସି, କୋମନା ବ୍ଲକ ଓ ଖରିଆରରୋଡ୍‌ ଏନ୍‌ଏସିରେ ଦଳର ନେତାମାନଙ୍କୁ ଦାୟିତ୍ବ ଦେଇଛି। 

bjd

Representation image (File)

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗୁରୁବାର ଦିନ ଦାୟିତ୍ବ ବଣ୍ଟନ କରିଛି। ବିଜେଡି ନୂଆପଡ଼ା ବ୍ଲକ, ନୂଆପଡ଼ା ଏନ୍‌ଏସି, କୋମନା ବ୍ଲକ ଓ ଖରିଆରରୋଡ୍‌ ଏନ୍‌ଏସିରେ ଦଳର ନେତାମାନଙ୍କୁ ଦାୟିତ୍ବ ଦେଇଛି। 

ଅଧିକ ପଢ଼ନ୍ତୁ: କଂଗ୍ରେସରେ ଯୋଗଦେଲେ ବିଜେପି-ବିଜେଡି କର୍ମୀ

ନୂଆପଡ଼ା ବ୍ଲକ ପାଇଁ ନିରଂଜନ ପୂଜାରୀ, ସଂଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଂଜନ ଘଡେଇ, ଧ୍ରୁବ ସାହୁ, ମନୋହର ରନ୍ଧାରୀ, ପ୍ରଦୀପ ଦିସାରି, ତୁଷାରକାନ୍ତି ବେହେରା, ବ୍ରଜ କିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ରାମଚରଣ ରଂଜନ ବିଶ୍ବାଳ, ସୁଦର୍ଶନ ହରିପାଲ, ପ୍ରଶାନ୍ତ କୁମାର ବେହରା, ଦେବୀ ରଂଜନ ତ୍ରିପାଠୀ ଓ ନିହାର ରଂଜନ ବେହେରାଙ୍କୁ ଦାୟିତ୍ବ ମିଳିଛି।

ନୂଆପଡ଼ା ଏନ୍‌ଏସି ପାଇଁ ଅତନୁ ସବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ମନୋରମା ମହାନ୍ତି, ଦୀପାଳି ଦାସ, ଆୟୁବ ଖାନ, ରିତା ସାହୁ ଓ ସ୍ବରୂପ ଦାସ। 

ଅଧିକ ପଢ଼ନ୍ତୁ: ବିଜେପିରେ ସାମିଲ ହେଲେ ଲମ୍ବୋଦର

ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅଧୀରାଜ ପାଣିଗ୍ରାହୀ, ପୁଷ୍ପେନ୍ଦ ସିଂହଦେଓ, ଯୋଗେଶ ସିଂହ, ରବି ନନ୍ଦ, ପ୍ରଦୀପ ମାଝୀ, ନୀଳକଂଠ ପ୍ରଧାନ, ବ୍ୟୋମକେଶ ରାୟ, ସୁଶାନ୍ତ କୁମାର ରାଉତ, ଶୁବାଶିଷ ଖୁଣ୍ଟିଆ, ଜଗନ୍ନାଥ ସାରକା, ସରୋଜ ମେହେର, ବିଶ୍ବରଂଜନ ମଲ୍ଲିକ, ଅବିନାଶ ସାମଲ, ଈଶ୍ବର ପାଣିଗ୍ରାହୀ, ରୋହିତ ଯୋଶେଫ୍‌ ତିର୍କି ଓ ଉମାକାନ୍ତ ସାମନ୍ତରାୟ କୋମନା ବ୍ଲକର ଦାୟିତ୍ବରେ ରହିଛନ୍ତି।

ସେହିପରି ରଣେନ୍ଦ୍ର ପ୍ରତାପ ସିଂହ, ବିକ୍ରମ ପଣ୍ଡା, କଳିକେଶ ନାରାୟଣ ସିଂହଦେଓ, ପ୍ରଦ୍ୟୁମ୍ନ ତ୍ରିପାଠୀ, ସୌଭିକ ବିଶ୍ବାଳ, ଗୌତମ ବୁଦ୍ଧ ଦାସ, ପ୍ରଶାନ୍ତ ମୁଦୁଲି ଓ ରୁଦ୍ର ପ୍ରସାଦ ମହାରଥୀ ଖରିଆର ରୋଡ ଦାୟିତ୍ବରେ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe