ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରବିବାର ବିଜୁ ଜନତା ଦଳ (ବିଜେଡି) ବିଧାୟକ ଦଳର ବୈଠକ ଜାରି ରହିଛି। ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଦଳର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ବୈଠକରେ ଦଳର ଆଗାମୀ ରଣନୀତି ନେଇ ଆଲୋଚନା ହୋଇପାରେ।
ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଧ୍ୟକ୍ଷତାରେ ବିଜେଡ଼ି ବିଧାୟକ ଦଳର ବୈଠକ ଜାରି
/sambad/media/post_attachments/wp-content/uploads/2019/06/naveen-6.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)