ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରବିବାର ବିଜୁ ଜନତା ଦଳ (ବିଜେଡି) ବିଧାୟକ ଦଳର ବୈଠକ ଜାରି ରହିଛି। ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଦଳର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ବୈଠକରେ ଦଳର ଆଗାମୀ ରଣନୀତି ନେଇ ଆଲୋଚନା ହୋଇପାରେ।

ପରବର୍ତ୍ତୀ ଖବର