୨୩ରେ ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ଦିନକ ପରେ ଅର୍ଥାତ ଆସନ୍ତା ଜୁନ ୨୩ରେ ବିଜେପିର ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ବିଧାୟକ ଦଳ ନେତା ଚୟନ କରାଯିବା ସହିତ ପର୍ଯ୍ୟବେକ୍ଷକ ଭାବେ ବିଜେପି ରାଷ୍ଟ୍ରୀୟ ସାଧାରଣ ସଂପାଦିକା ତଥା ସାଂସଦ ସରୋଜ ପାଣ୍ଡେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହଙ୍କ ସମେତ ବରିଷ୍ଠ ନେତୃବୃନ୍ଦ ଯୋଗ ଦେବେ ବୋଲି ରାଜ୍ୟ ଉପସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତିା

ସମ୍ବନ୍ଧିତ ଖବର