ରୋଜଗାର ଓ ହକ୍‌ ଦାବିରେ ୭ରେ ବିଧାନସଭା ଘେରିବ ବିଜେପି

ଭୁବନେଶ୍ୱର: ବେକାର ଯୁବପୀଢ଼ିଙ୍କୁ ରୋଜଗାର ଏବଂ ହକ୍‌ ଦାବି ନେଇ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ପକ୍ଷରୁ ଆଗାମୀ ୭ ତାରିଖରେ ବିଧାନସଭା ଘେରାଉ କରାଯିବ ବୋଲି ସୂଚନା ମିଳିଛି। ବିଜେପି ଯୁବମୋର୍ଚ୍ଚା କର୍ମୀମାନେ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବେ। ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର