ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

Advertisment
ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ଓ ବିଜେପି ପରେ ଆଜି କଂଗ୍ରେସ ପକ୍ଷରୁ ମଧ୍ୟ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଏଥିରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଳାକୁମାର, ପିସିସି ସଭାପତି ନିରଂଜନ ପଟ୍ଟନାୟକ, ଜିତେନ୍ଦ୍ର ସିଂହ, ଜିତିନ ପ୍ରସାଦ, ଭକ୍ତ ଚରଣ ଦାସ, ଅନିଲ ଚୌଧୁରୀ, ନରସିଂହ ମିଶ୍ର, ଚିରଞ୍ଜିବୀ ବିଶ୍ୱାଳ, ପ୍ରଦୀପ ମାଝୀ, ଜି ରୁଦ୍ର ରାଜୁ, ଶରତ ରାଉତ, ବିଶ୍ୱରଂଜନ ମହାନ୍ତି, ରାଗିଣୀ ନାୟକ, ସୁସ୍ମିତା ଦେବ ଓ ରାମଚନ୍ଦ୍ର ଖୁଣ୍ଟିଆ ଅଛନ୍ତି।

publive-image

ସେହିପରି କଂଗ୍ରେସର ୩୦ ଜଣିଆ ତାଲିକାରେ ସୁଶୀଳା ତିରିଆ, ଅଭିଜିତ ମୁଖାର୍ଜୀ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସପ୍ତଗିରି ଉଲ୍ଲାକା, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂହ ସାଲୁଜା, ମହମ୍ମଦ ମୋକିମ, ରଂଜୀବ ବିଶ୍ୱାଳ, ଇମରାନ ପ୍ରତାପଗଡ଼ି, ଗଣେଶ୍ୱର ବେହେରା, ବିଜୟଲକ୍ଷ୍ମୀ ସାହୁ, ହମିଦ ହୁସେନ ଓ ସ୍ମୁତିରଂଜନ ଲେଙ୍କା ସାମିଲ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe