ଓଡ଼ିଶା : ମେ ୧୩ ଓ ୨୦ରେ କେଉଁ କେଉଁ ଆସନରେ ଭୋଟ ଗ୍ରହଣ ହେବ ଜାଣନ୍ତୁ

ଓଡ଼ିଶା : ମେ ୧୩ ଓ ୨୦ରେ କେଉଁ କେଉଁ ଆସନରେ ଭୋଟ ଗ୍ରହଣ ହେବ ଜାଣନ୍ତୁ

ଭୁବନେଶ୍ବର : ଦେଶରେ ସାଧାରଣ ନିର୍ବାଚନ ଓ ଓଡ଼ିଶା ସମେତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିସନ । ସାରା ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଓଡ଼ିଶାରେ ଯେଉଁ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ ସେଗୁଡ଼ିକ ହେଲା ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ ।

ଏବେ ଆସନ୍ତୁ ଜାଣିବା ମେ ୧୩ରେ ଓଡ଼ିଶାରେ କେଉଁ କେଉଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟଗ୍ରହଣ ହେବ...

ନୂଆପଡ଼ା, ଖରିଆର, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ,ମାଲକାନଗିରି ଓ ଚିତ୍ରକୋଣ୍ଡା ।

ଏବେ ଆସନ୍ତୁ ଜାଣିବା ମେ ୨୦ରେ ଓଡ଼ିଶାରେ କେଉଁ କେଉଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟଗ୍ରହଣ ହେବ...

ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତାଳସରା, ସୁନ୍ଦରା, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୁରଡ଼ା, ସାନଖେମୁଣ୍ଡି ଓ ହିଞ୍ଜିଳି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe