କଂଗ୍ରେସରେ ପୂର୍ବତନ ମନ୍ତ୍ରୀ ନେତ୍ରାନନ୍ଦ ମଲ୍ଲିକ ସାମିଲ୍‌

ଭୁବନେଶ୍ୱର : ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷଙ୍କ ସୁପାରିସ କ୍ରମେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପୂର୍ବତନ ମନ୍ତ୍ରୀ ନେତ୍ରାନନ୍ଦ ମଲ୍ଲିକ୍‌ଙ୍କୁ କଂଗ୍ରେସ ଦଳରେ ସାମିଲ କରିଛନ୍ତି।

ସମ୍ବନ୍ଧିତ ଖବର