ଅନୁସନ୍ଧାନ କରୁଥିବା ବର୍ଗ

ରାଜନୀତି

ନାମ କମାଇବାକୁ ରାଜନୀତିକୁ ଆସିନାହିଁ: ଗୋପୀ ହୋଇ କରିବି ଲୋକଙ୍କ ସେବା

ନୂଆଦିଲ୍ଲୀ: ଅଭିନେତ୍ରୀ ହେମା ମାଳିନୀ ତୃତୀୟ ଥର ପାଇଁ ମଥୁରାରୁ ବିଜେପି ପ୍ରାର୍ଥୀ ଭାବରେ ଲୋକସଭା ନିର୍ବାଚନ (୨୦୨୪)ରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ହେମା ମାଳିନୀ ଗତବୁଧବାର ଏକ ସଭାରେ ସାମିଲ ହୋଇଥିଲେ । ଏହି ସଭାରେ ହେମା କହିଛନ୍ତି, ମୁଁ ନାମ କମାଇବା କିମ୍ବା ଚର୍ଚ୍ଚାରେ ରହିବା…
ଅଧିକ ଖବର ଦେଖନ୍ତୁ...

କଂଗ୍ରେସର ରାହୁଲଯାନ ‘ଲଞ୍ଚ୍’ ହେଉନି କି ‘ଲାଣ୍ଡ୍’ କରୁନି : ରାଜନାଥ ସିଂ

ପଠାନମଥିଟ୍ଟା (କେରଳ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ରାଜନାଥ ସିଂହ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ  ଟାର୍ଗେଟ କରିଛନ୍ତି । ରାହୁଲ ଗାନ୍ଧିଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ସେ ୨୦୧୯ରେ ଆମେଠି ଲୋକସଭା ଆସନରୁ ହାରିଥିଲେ, ତେଣୁ ଏଥର ସେ ସେଠାରୁ…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶାବାସୀ ଯାହା ଚାହିଁବେ ତାକୁ ଦିଆଯିବ ପ୍ରାଧାନ୍ୟ: ବିଜେଡିର ନିର୍ବାଚନୀ ଇସ୍ତାହାର ନେଇ ଲୋକଙ୍କ ମତାମତ ଲୋଡି‌ଲେ…

ଭୁବନେଶ୍ବର: ବିଜେଡିର ନିର୍ବାଚନୀ ଇସ୍ତାହାର ନେଇ ଲୋକଙ୍କ ମତାମତ ଲୋଡି‌ଲେ ଭିକେ ପାଣ୍ଡିଆନ। ସେ ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ଲୋଡ଼ିଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଥିବା ବେଳେ ଏଥିପାଇଁ ମତାମତ ଲୋଡ଼ିଛନ୍ତି। ପାଣ୍ଡିଆନ କହିଛନ୍ତି, ଏହା ଲୋକଙ୍କ ସରକାର,…
ଅଧିକ ଖବର ଦେଖନ୍ତୁ...

ଶଙ୍ଖ ଛାଡ଼ି ହାତ ଧରିବେ କି ଅସନ୍ତୁଷ୍ଟ ସମୀର ? ନିମାପଡ଼ା ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଲା

ନିମାପଡ଼ା: ନିମାପଡ଼ାରୁ ବିଜେଡି ଟିକେଟ ଘୋଷଣା ପରେ ସିଟିଂ ବିଧାୟକ ସମୀର ରଞ୍ଜନ ଦାଶଙ୍କ ସମର୍ଥକ ହତୋତ୍ସାହିତ ହୋଇପଡ଼ିଛନ୍ତି। ଦଳ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବାରୁ ସମୀରଙ୍କ ସମର୍ଥକ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ବିଜେଡ଼ି…
ଅଧିକ ଖବର ଦେଖନ୍ତୁ...

ଅସନ୍ତୁଷ୍ଟ ଅଲେଖ ପଦ୍ମ ଛାଡ଼ି ହାତ ଧରିବା ନେଇ ଚର୍ଚ୍ଚା !

ରାଜନଗର:କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ଏହି ଆସନରୁ ବିଧାୟକ ଧ୍ରୁବ ସାହୁଙ୍କୁ ପୁଣି ଥରେ ଭରସା କରି ଟିକେଟ ଦେଇଛି। ଧ୍ରୁବଙ୍କ ବିରୋଧରେ ବିଜେପି ଲଳିତ ବେହେରାଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ଏ…
ଅଧିକ ଖବର ଦେଖନ୍ତୁ...

କେନ୍ଦ୍ରାପଡ଼ାରେ ଗଣେଶ୍ବରଙ୍କୁ ନେଇ ବିଜେଡ଼ି ଦୁଇଫାଳ !

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ବିଧନାସଭା ଆସନ ନେଇ ଏବେ ରାଜନୀତି ରୋଚକ ହେବାରେ ଲାଗିଛି। କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା ଦଳ ବଦଳ କରି ବିଜେଡିରେ ଯୋଗଦେବା ପରେ ଶାସକ ଦଳରୁ ଗଣେଶ୍ୱରଙ୍କୁ ବିଧାୟକ ପ୍ରାର୍ଥୀ ନ କରିବା ଦାବିରେ ଦଳୀୟ ଆଶାୟୀ ପ୍ରାର୍ଥୀ ଏକାଠି ହୋଇ ସଭାପତି ନବୀନ…
ଅଧିକ ଖବର ଦେଖନ୍ତୁ...

ବିଜେଡ଼ିରେ ବର୍ଷା: ଲଢ଼ିବେ ନା ପ୍ରଚାର କରିବେ

ଭୂବନେଶ୍ବର: ବିଜେଡ଼ିରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଯୋଗଦେଇଛନ୍ତି। ଗୁରୁବାର ଅପରାହ୍ନରେ ଶଙ୍ଖ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର…
ଅଧିକ ଖବର ଦେଖନ୍ତୁ...

ଶଙ୍ଖ ଛାଡ଼ି ହାତ ଧରିଲେ ସିପ୍ରା: କେନ୍ଦ୍ରାପଡ଼ାରୁ କଂଗ୍ରେସ ଟିକେଟ ପାଇବା ନେଇ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ବର: କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ ଗୁରୁବାର କଂଗ୍ରେସରେ ଯୋଗଦେଇଛନ୍ତି। ସେ କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାର ୫ ବିଧାନସଭା ଆସନ ମଧ୍ୟରୁ ୪ଟି ଆସନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ…
ଅଧିକ ଖବର ଦେଖନ୍ତୁ...

୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: କଂଗ୍ରେସ ପକ୍ଷରୁ ଗୁରୁବାର ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁଙ୍କୁ ଦଳ ଟିକେଟ ଦେଇଥିବା‌ବେଳେ ସତ୍ୟବାଦୀରୁ ମନୋଜ ରଥଙ୍କୁ ଟିକେଟ ଦେଇଛି। ସେହିପରି ଭୁବନେଶ୍ବର ମଧ୍ୟ ଆସନରୁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତରରୁ ଅଶୋକ…
ଅଧିକ ଖବର ଦେଖନ୍ତୁ...

ଦୁଇ ପଡ଼ୋଶୀ ରାଜ୍ୟରେ କାଲି ମତଦାନ: ସୀମାରେ କଡ଼ା ସୁରକ୍ଷା

ଭୁବନେଶ୍ବର: ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ମତଦାନ । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ୍ ୧୦୨ଟି ଆସନ ପାଇଁ ମତଦାନ ହେବ। ଏଥିରେ ପ୍ରାୟ ୧ ହଜାର ୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ…
ଅଧିକ ଖବର ଦେଖନ୍ତୁ...